ଭୁବନେଶ୍ୱର:ରାଜ୍ୟସଭା ନିର୍ବାଚନ ପ୍ରସଙ୍ଗ ରେ ଆଲୋଚନା ପାଇଁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ସମୟ ମାଗିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ । ଫେବ୍ରୁଆରୀ ପ୍ରଥମ ସପ୍ତାହରେ ଦେଖା କରିବାକୁ କହିଛନ୍ତି ଭକ୍ତଦାସ । ଚତୁର୍ଥ ଆସନରେ ପ୍ରାର୍ଥୀ ଦେବା ନେଇ ନବୀନଙ୍କ ସହ ଭକ୍ତ ଆଲୋଚନା କରିବେ । ଚତୁର୍ଥ ଆସନ ନେଇ ଯେହେତୁ ବିଜେଡି କିମ୍ବା କଂଗ୍ରେସର ସଂଖ୍ୟା ନାହିଁ, କଂଗ୍ରେସ ଏବଂ ବିଜେଡି ମିଳିତ ଭାବେ ପ୍ରାର୍ଥୀ ଦେବାକୁ ଭକ୍ତ ଦାସ ଆଲୋଚନା କରିବେ ବୋଲି ଚର୍ଚ୍ଚା ହେଉଛି ।
Post Views: 62









