୫ଟି ଅଧକ୍ଷ୍ୟ ଭିକେ ପଣ୍ଡିଆନଙ୍କ ମୟୂଭଞ୍ଜ ଜିଲ୍ଲା ଗସ୍ତ
ବାରିପଦା: ମୁଖମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଧେଶକ୍ରମେ ଆଜି ମୟୁରଭଞ୍ଜ ଜିଲ୍ଲା ଗସ୍ତ କରିଥିଲେ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍ । ସେ ଜିଲ୍ଲାର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସେ ସମୀକ୍ଷା କରିବା ସହିତ ସ୍ଥାନୀୟ ଜନସାଧାରଣ ଓ ଛାତ୍ରଛାତ୍ରୀମାନଙ୍କ ସହ ମତ ବିନିମୟ କରିଥିଲେ । ବାରିପଦା ବିଶ୍ୱବିଦ୍ୟାଳୟ ପଡ଼ିଆରେ ଜିଲ୍ଲାର ସମସ୍ତ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରି ନୂଆ ଓଡ଼ିଶା ଗଠନରେ ଯୁବଶକ୍ତିର ଯୋଗଦାନ ପାଇଁ ପ୍ରେରଣା ଦେଇଥିଲେ । ନୂଆ-ଓ … Read more