Day: December 30, 2023
ନବରଙ୍ଗପୁରରେ ୧୨୭୨ କୋଟି ବ୍ୟୟରେ ୧୧ଟି ବୃହତ ଉଠାଜଳସେଚନ ପ୍ରକଳ୍ପ, ୭୦ ହଜାର ଏକର ଜମି ଜଳସେଚିତ ହେବ
ଭୁବନେଶ୍ବର: ପାର୍ବତୀଗିରି ବୃହତ ଉଠାଜଳସେଚନ ପ୍ରକଳ୍ପ ଅଧିନରେ ନବରଙ୍ଗପୁର ଜିଲ୍ଲାରେ ୧୧ଟି ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୨ଟି ଗୁରୁତ୍ୱପୂର୍ଣ୍ଣ ଜଳସେଚନ ପ୍ରକଳ୍ପର ଭିତ୍ତି ପ୍ରସ୍ତର ରଖିଛନ୍ତି। ଏହି ପ୍ରକଳ୍ପ ପାଇଁ ୧୨୭୨ କୋଟି ଟଙ୍କା ଖର୍ଚ୍ଚ କରାଯାଉଥିବା ବେଳେ ଏହା ଦ୍ୱାରା ନନ୍ଦାହାଣ୍ଡି, ନବରଙ୍ଗପୁର ଓ ତେନ୍ତୁଳିଖୁଣ୍ଟି ବ୍ଲକର ପ୍ରାୟ ୧୨୦ଟି ଗାଁର ୫୦ ହଜାର ହେକ୍ଟର ଚାଷଜମିକୁ ପାଣି ମିଳି ପାରିବ। ସେହିପରି ତୁରୀ-ଗୁନ୍ତାତ୍ ଜଳସେଚନ ପ୍ରକଳ୍ପର ମଧ୍ୟ ଭିତ୍ତିପ୍ରସ୍ତର … Read more