ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ୫୮ତମ ପ୍ରତିଷ୍ଠା ଦିବସପାଳିତ
ଶାନ୍ତନୁ କୁମାର ରଣା ଗୋପାଳପୁର: ସ୍ଥାନୀୟ ଭଞ୍ଜବିହାରସ୍ଥିତ ବିଜୁ ପଟ୍ଟନାୟକ ଅଡ଼ିଟୋରିୟମରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ୫୮ତମ ପ୍ରତିଷ୍ଠା ଦିବସ ୨ ତାରିଖ ଅର୍ଥାତ୍ (ମଙ୍ଗଳବାର) ଅନୁଷ୍ଠିତ ହୋଇଛି । କବି ହରପ୍ରସାଦ ଦାସ ମୁଖ୍ୟ ଅତିଥି ଓ ଦିଲ୍ଲୀସ୍ଥିତ ଜବାହାରଲାଲ ନେହେରୁ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଶାନ୍ତିଶ୍ରୀ ଧୁଳିପୁଡ଼ି ପଣ୍ଡିତ ମୁଖ୍ୟବକ୍ତା ଭାବେ ଯୋଗ ଦେଇଥିଲେ । କୁଳପତି ଗୀତାଞ୍ଜଳି ଦାଶ ଅଧ୍ୟକ୍ଷତା କରି ବିଶ୍ୱବିଦ୍ୟାଳୟର ବିଭିନ୍ନ କ୍ଷେତ୍ରରେ ପ୍ରଗତି ସମ୍ପର୍କରେ ବିବରଣୀ ଉପସ୍ଥାପନ କରିଥିଲେ । … Read more