ମା ହିଙ୍ଗୁଳାଙ୍କ ମନ୍ଦିରରେ ସ୍ଵଚ୍ଛତା ଅଭିଯାନରେ ଶ୍ରମଦାନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଅନୁଗୁଳ : ରବିବାର ଦିନ ମାଆ ହିଙ୍ଗୁଳାଙ୍କ ମନ୍ଦିରରେ ସଫେଇ କାର୍ଯ୍ୟକ୍ରମରେ ପତ୍ନୀଙ୍କ ସହ ଶ୍ରମଦାନ କରିଥିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ଆଠମଲ୍ଲିକରେ ଜଂଘା ବଳଦେବଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ସାମିଲ୍ ହୋଇଥିଲେ କେନ୍ଦ୍ରମନ୍ତ୍ରୀ। ପୁନଶ୍ଚ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଛେଣ୍ଡିପଦା ସ୍କୁଲ ପ୍ଲାଟିନମ୍ ଜୁବଲି କାର୍ଯ୍ୟକ୍ରମରେ ରାଜ୍ୟପାଳଙ୍କ ସହ ଯୋଗଦେଇଥିଲେ । ସ୍କୁଲ ଶିକ୍ଷାରେ କଳା ଓ ଦକ୍ଷତା ବିକାଶ ଉପରେ ପ୍ରାଧାନ୍ୟ ଦେବାକୁ ଆହ୍ବାନ ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । । ଏହି ଅବସରରେ କେନ୍ଦ୍ର … Read more