ସୁଦର୍ଶନଙ୍କ ବାଲୁକା କଳାରେ ପୁରୀ ପରିକ୍ରମା ପ୍ରକଳ୍ପ
ପୁରୀ: ଜାନୁଆରୀ ୧୭ ଅର୍ଥାତ ଆସନ୍ତାକାଲି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ହେବାକୁଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପ୍ରକଳ୍ପର ଲୋକାର୍ପଣ କରିବେ । ଗଜପତି ମହାରାଜା ଦିବ୍ୟସିଂହ ଦେବ ଜଜମାନ ଭାବେ ଯଜ୍ଞରେ ପୂର୍ଣ୍ଣାହୁତି ଦେବେ । ଏଣୁ ଏହି ଦିନଟି ଏକ ଐତିହାସିକ ଦିନ । ଏହି ଅବସରରେ ପରିଚାଳନା କମିଟି ସଦସ୍ୟ ତଥା ବିଶିଷ୍ଠ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପୁରୀ ସମୁଦ୍ର ବେଳାଭୂମିରେ ଗଢିଛନ୍ତି ଏକ ଆକର୍ଷଣୀୟ ବାଲୁକାକଳା । ଏଥିରେ … Read more