ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପାଇଁ ୨୨ ତାରିଖରେ ଦୀପ ଜାଳିବାକୁ ଅନୁରୋଧକଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର: ଆସନ୍ତା ୨୨ ତାରିଖରେ ରାମନଗରୀ ଅଯୋଧ୍ୟାରେ ଭଗବାନ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ହେବ । ପ୍ରଭୁ ଶ୍ରୀରାମଙ୍କ ପାଇଁ ଦୀପ ଜାଳି ଦିନଟିକୁ ସ୍ମରଣୀୟ ଓ ଐତିହାସିକ କରିବାକୁ ସମସ୍ତଙ୍କୁ ନିବେଦନ କରି ଏକ ଭିଡିଓ ବାର୍ତ୍ତା ଜାରି କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଭିଡିଓ ବାର୍ତ୍ତାରେ ଧର୍ମେନ୍ଦ୍ର କହିଛନ୍ତି ଯେ ଯେତେବେଳେ ପ୍ରଭୁ ଶ୍ରୀରାମ ୧୪ ବର୍ଷ ବନବାସ ପରେ ଅଯୋଧ୍ୟାକୁ ଫେରିଥିଲେ, ସେତେବେଳେ ଅଯୋଧ୍ୟାବାସୀ ଆନନ୍ଦରେ ସମଗ୍ର ନଗରୀକୁ ଦୀପ ଦ୍ୱାରା ସଜାଇ … Read more