June 26, 2025 10:48 pm

୭୫ତମ ସାଧାରଣତନ୍ତ୍ର ରେ ରାଜ୍ୟର କିଏ କେଉଁଠି କରିବେ ଜାତୀୟ ପତାକା ଉତ୍ତୋଳନ

ଭୁବନେଶ୍ୱର:  ଆସନ୍ତା ୨୬ ତାରିଖରେ  ୭୫ତମ ସାଧାରଣତନ୍ତ୍ର ଦିବସ  ସାରା ଦେଶରେ ବେଶ  ଧୂମଧାମରେ ପାଳନ କରାଯିବାକୁ ଥୁବାବେଳେ  ରାଜ୍ୟର ରାଜଧାନୀ ଭୁବନେଶ୍ବରରେ ରାଜ୍ୟସ୍ତରୀୟ ଓ ଜିଲ୍ଲା ମୁଖ୍ୟାଳୟଗୁଡ଼ିକରେ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ କରାଯିବ। ଏନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ ରାଜ୍ୟପାଳ ରଘୁବର ଦାସ ଭୁବନେଶ୍ୱରରେ ହେବାକୁ ଥିବା ରାଜ୍ୟସ୍ତରୀୟ ସମାବେଶରେ ଜାତୀୟ ପତାକା ଉତ୍ତୋଳନ କରିବେ। ସେହିପରି ମନ୍ତ୍ରୀ ଓ ଅନ୍ୟ ଅଧିକାରୀମାନେ ଅନ୍ୟ ସ୍ଥାନରେ ପତାକା … Read more

୧୩ ଜିଲ୍ଲାରେ ୧୯ଟି ନଦୀ ଜଳାଶୟ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ  ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନ୍ସିଂ ଯୋଗେ ୪,୬୦୦ କୋଟି ଟଙ୍କା ବ୍ୟୟରେ ଓଡ଼ିଶାର ୧୩ ଟି ଜିଲ୍ଲାରେ ନିର୍ମାଣ ହେବାକୁଥିବା ଅନ୍ତଃ ନଦୀ ଜଳାଶୟ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ବରଗଡ଼, ବଲାଙ୍ଗୀର, ବୌଦ୍ଧ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଳାହାଣ୍ଡି, କେନ୍ଦୁଝର, ଖୋର୍ଦ୍ଧା, ପୁରୀ, ସମ୍ବଲପୁର, ସୁବର୍ଣ୍ଣପୁର ଓ ସୁନ୍ଦରଗଡ଼ ଜିଲ୍ଲାରେ ୧୯ ଟି ଇଂଷ୍ଟ୍ରିମ ଷ୍ଟୋରେଜ ସ୍ଟ୍ରକଚର ବା ଅନ୍ତଃ ନଦୀ ଜଳାଶୟ ପ୍ରକଳ୍ପ ଗୁଡିକ  ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଛି … Read more