୧୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ କ୍ୟାବିନେଟର ମୋହର
ନରାଜରେ ହେବ ବୈଦ୍ୟୁତିକ ଯାନ ଓ ବ୍ୟାଟେରୀ ଉତ୍ପାଦନ ପ୍ରକଳ୍ପ ଭୁବନେଶ୍ୱର: ଆଜି ଅନୁଷ୍ଠିତ ରାଜ୍ୟ କ୍ୟାବିନେଟର ଗୁରୁତ୍ଵପୂର୍ଣ ବୈଠକରେ ୧୪ଟି ପ୍ରସ୍ତାବ ଉପରେ ମୋହର ଲାଗିଛି । ଏନେଇ ମୁଖ୍ୟ ଶାସନ ସଚିବ ପିକେ ଜେନା ସୂଚନା ଦେଇଛନ୍ତି । କ୍ୟାବିନେଟରେ ନିଆଯାଇଥିବା ନିଷ୍ପତ୍ତି ମୁତାବକ କୋରାପୁଟ, ରାୟଗଡା, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର ଓ ଗଜପତି ଭଳି ରାଜ୍ୟର ୬ଟି ଜିଲ୍ଲାରେ ସ୍ଥାୟୀ ଜୀବିକା ନିମାନେ କଫି ଚାଷ କାର୍ଯ୍ୟକାରୀ କରାଯିବ | ଏହା ମାଧ୍ୟମରେ … Read more