June 26, 2025 9:34 pm

ସତ୍ୟବାଦୀ ଓଡିଆ ବିଶ୍ୱବିଦ୍ୟାଳୟ ଲୋକାର୍ପିତ

ସତ୍ୟବାଦୀ: ଓଡିଆ ଅସ୍ମିତା ପାଇଁ ଲୋକାର୍ପିତ ହୋଇଛି ନୂତନ ସୌଧ । ଆଉ ଏହି ମୁହୁର୍ତର ମୁକସାଖୀ ହୋଇଛି ସତ୍ୟବାଦୀ । ଉକ୍ରଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ କର୍ମଭୂମି ସତ୍ୟବାଦୀର ପଂଚସଖା କ୍ରୀଡ଼ାଙ୍ଗନ ପରିସରରେ ଭର୍ଚୁଆଲ ମାଧ୍ୟମରେ ନୂଆ କ୍ୟାମ୍ପସର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।  ଓଡିଆ ଭାଷା ଓ ପାରମ୍ପରିକ ସାହିତ୍ୟର ପ୍ରଚାର ପ୍ରସାର ଉଦ୍ଦେଶ୍ୟରେ ପ୍ରତିଷ୍ଠା ହୋଇଛି ଓଡିଆ ବିଶ୍ୱବିଦ୍ୟାଳୟ । ୪ ବର୍ଷରେ ନିର୍ମାଣ କାମ ସରିଥିବା ବେଳେ ମୁଖ୍ୟମନ୍ତ୍ରୀ କହିଛନ୍ତି … Read more

ଗଉଞ୍ଜୁ ରେ ଆମ ଓଡ଼ିଶା ନବୀନ ଓଡ଼ିଶା ପକ୍ଷରୁ ପକ୍ଷରୁ ସଚେତନତା ଶିବିର

ଶାନ୍ତନୁ କୁମାର ରଣା ବ୍ରହ୍ମପୁର: ରଙ୍ଗେଇଲୁଣ୍ଡା ବ୍ଲକ ଅନ୍ତର୍ଗତ ଗଉଞ୍ଜୁ ଗ୍ରାମ ପଂଚାୟତ ରେ  ଆମ ଓଡ଼ିଶା ନବୀନ ଓଡ଼ିଶା  ପକ୍ଷରୁ ସଚେତନତା ଶିବିର ଅନୁଷ୍ଠିତ ହିଇଯାଇଛି ।ମୁଖ୍ୟଅତିଥି ଭାବେ  ଗଂଜାମ ଜିଲ୍ଲା ଯୋଜନା ବୋର୍ଡ ର ଅଧକ୍ଷ ତଥା ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା ଯୋଗ ଦେଇ କାର୍ଯ୍ୟକ୍ରମ ଉଦ୍ଘାଟନ  କରିଥିବା ବେଳେ  ।ବିଭିର୍ଣ ବିଭାଗ ର ପଦାଧିକାରୀ ମାନେ ସରକାର ଙ୍କର ବିଭିର୍ଣ ଯୋଜନା ସମର୍କ ରେ ଉପସ୍ଥିତ ଜନତା ଙ୍କୁ ବୁଝେଇଥିଲେ।ସରପଞ୍ଚ ନିରଞ୍ଜନ … Read more

କଞ୍ଚୁରୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ‘ନୂଆ-ଓ’ ସାହିତ୍ୟ ପ୍ରତିଯୋଗିତା ଉଦଯାପିତ

ପ୍ରଭାତ କୁମାର ମହାରଣା ହିଞ୍ଜିଳିକାଟୁ:  ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଓ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଉଦଘାଟନ ପରିପ୍ରେକ୍ଷୀରେ ଆୟୋଜିତ “ନୂଆ-ଓ” ସାହିତ୍ୟ ପ୍ରତିଯୋଗିତା ର ଉଦଯାପନୀ ଉତ୍ସବ ଆଜି ହିଞ୍ଜିଳିକାଟୁ ବ୍ଲକ୍ ଅଧୀନ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ,କଞ୍ଚୁରୁ ରେ ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟର ଅଧ୍ୟକ୍ଷ ସୁଜିତ୍ କୁମାର ପାଢ଼ୀ ଙ୍କ ତତ୍ତ୍ଵାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ସଭା ମୁଖ୍ୟ ଭାବେ ବିଦ୍ୟାଳୟର ବରିଷ୍ଠ ଶିକ୍ଷୟତ୍ରୀ ଏଲ୍.ଗୋରୀ ଆଚାରୀ,ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ମଦନ ମୋହନ ସେଠୀ,ମୁଖ୍ୟ … Read more

୨୭ନଂ ୱାର୍ଡରେ ରାମଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ଧୂମଧାମରେ ପାଳିତ

ଶାନ୍ତନୁ କୁମାର ରଣା ବ୍ରହ୍ମପୁର: ଦୀର୍ଘ ଶତଶତ ବର୍ଷର ସଂଗ୍ରାମ ପରେ ସରଜୁ ନଦୀର କୂଳରେ ଅଯୋଧ୍ଯା ଠାରେ ରଘୁବଂଶୀ ପ୍ରଭୁ ଶ୍ରୀରାମ ଚନ୍ଦ୍ରଙ୍କ ପ୍ରାଣପ୍ରତିଷ୍ଠା ଶିଶିର ଋତୁ ପୌଷମାସ  ଶୁକ୍ଲପକ୍ଷ ଦ୍ୱାଦଶୀ ତିଥିରେ ଅନୁଷ୍ଠିତ ଅବସରରେ ବ୍ରହ୍ମପୁର ମହାନଗର ନିଗମ ୨୭ନଂ ୱାର୍ଡ  ଆନୁକୂଲ୍ଯରେ ୱାର୍ଡରେ ଥିବା  ରଘୁନାଥ ମନ୍ଦିର ଓ ହନୁମାନ ମନ୍ଦିର ପ୍ରାଙ୍ଗଣରେ ସକାଳ ୬.୦୦ଘଟିକା: ମଙ୍ଗଳ ଆଳତି, ଘ୯.୦୦:ରେ ହୋମ, ଅପରାହ୍ନ ୦୩.୦୦ :ରାମଚରିତ ମାନସ ପାଠ, ସଂଧ୍ଯା ୬.୩୦: ଦୀପାବଳି/ଦୀପଦାନ … Read more

ଶିମିଳିପାଳରେ ଅଭୟାରଣ୍ୟରେ ହେବ ବିଶ୍ଵର ପ୍ରଥମ  କଳାବାଘ ସଫାରୀ

ଭୁବନେଶ୍ୱର: ବନ୍ୟପ୍ରାଣୀ ପ୍ରେମୀଙ୍କ ପାଇଁ ଖୁସି ଖବର। ଖୁବ୍‌ଶୀଘ ପର୍ଯ୍ୟଟକମାନେ ସଫାରୀ ଭିତରେ ବିରଳ କଳାବାଘ ଦେଖିବାର ସୁଯୋଗ ପାଇବେ। ଶିମିଳିପାଳ ଅଭୟାରଣ୍ୟରେ ହେବ କଳାବାଘ ସଫାରୀ। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାମାଜିକ ଗଣମାଧ୍ୟମ ‘ଏକ୍ସ’ ଜରିଆରେ ସୂଚନା ଦେଇଛନ୍ତି।  ସୂଚନା ଅନୁଯାୟୀ, ରାଜ୍ୟ ସରକାରଙ୍କ ଏହି ପ୍ରକଳ୍ପ ପ୍ରସ୍ତାବକୁ ଏନଟିସିଏର ଅନୁମୋଦନ ମିଳିବା ପରେ, ସ୍ବତନ୍ତ୍ର ଟିମ୍ କ୍ଷେତ୍ର ପରିଦର୍ଶନ କରିବ। ୨ଶହ ହେକ୍ଟର ଏରିଆ ଏନଏଚ-୧୮ କଡରେ ହେବ ସଫାରୀ । ୧ଶହ … Read more