June 27, 2025 12:14 am

ପ୍ରଥମ ସୋଆ ଆନ୍ତର୍ଜାତିକ ଗ୍ରାଣ୍ଡ ମାଷ୍ଟର୍ସ ଚେସ୍ ଜାନୁଆରୀ ୨୮ରୁ 

ଭୁଆନେଶ୍ଵର: ପ୍ରଥମ ସୋଆ ଆନ୍ତର୍ଜାତିକ ଗ୍ରାଣ୍ଡ ମାଷ୍ଟର୍ସ ଚେସ୍ ଜାନୁଆରୀ ୨୮ରୁ  ଆରମ୍ଭ ହେବ। ଏହି ଚେସ୍ ଉତ୍ସବରେ ୯ ଜଣ ଗ୍ରାଣ୍ଡ ମାଷ୍ଟର ଓ ୨୪ ଜଣ ଇନ୍‌ଟରନ୍ୟାସ୍‌ନାଲ୍ ମାଷ୍ଟର ସାମିଲ ହେବେ ବୋଲି ଗୁରୁବାର ଆୟୋଜକମାନେ ସୂଚନା ଦେଇଛନ୍ତି । ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ସହଯୋଗରେ ଅଲ୍ ଓଡ଼ିଶା ଚେସ୍ ଆସୋସିଏସନ୍ (ଏଓସିଏ) ଦ୍ୱାରା ଆୟୋଜିତ ଏହି ଟୁର୍ଣ୍ଣାମେଂଟର ମୋଟ ପୁରସ୍କାର ରାଶି ୩୫ ଲକ୍ଷ ଟଙ୍କା ରଖାଯାଇଛି । ଇନ୍‌ଟରନ୍ୟାସ୍‌ନାଲ୍ ଚେସ୍ … Read more

ଜୀବନବିନ୍ଦୁ କାର୍ଯ୍ୟକ୍ରମ: ୪୧ ମାସରେ ୪ ଲକ୍ଷ ୟୁନିଟ ରକ୍ତ ସଂଗ୍ରହ 

ଭୁବନେଶ୍ୱର:  ଜୀବନବିନ୍ଦୁ କାର୍ଯ୍ୟକ୍ରମ  ଓଡିଶାରେ ଲକ୍ଷ ଲକ୍ଷ ଲୋକଙ୍କ ଆଶା ଓ ଭରସା ହୋଇପାରିଛି। ଓଡ଼ିଶା-ମୋ ପରିବାର ପକ୍ଷରୁ ଜୀବନବିନ୍ଦୁ କାର୍ଯ୍ୟକ୍ରମ ମାଧ୍ୟମରେ ୪୧ ମାସରେ ସଂଗ୍ରହ ହୋଇଛି ୪ଲକ୍ଷ ୟୁନିଟ୍ ରକ୍ତ । କେବଳ ଚଳିତ ବର୍ଷ ୧ଲକ୍ଷ ୟୁନିଟରୁ ଉର୍ଦ୍ଧ୍ଵ ରକ୍ତ ସଂଗୃହୀତ ହୋଇଛି । ରାଜ୍ୟର ବିଭିନ୍ନ ସ୍ଥାନରେ ରକ୍ତଦାନ ଶିବିରମାନ ଆୟୋଜନ ହୋଇ ଏହି ରକ୍ତ ସଂଗ୍ରହ ହୋଇଛି ।  ଯେପରି ରକ୍ତ ବିନା ଓଡ଼ିଶାବାସୀଙ୍କ ଜୀବନ ବିପଦରେ ନପଡ଼ିବ, ଏହାକୁ … Read more