ସମାଜକୁ ଉଚିତ ରାସ୍ତା ଦେଖାଇବାରେ ସାହିତ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ : ପାଣ୍ଡିଆନ୍
ଭୁବନେଶ୍ୱର: ସମାଜକୁ ଉଚିତ ରାସ୍ତା ଦେଖାଇ ଏହାର ଦୁର୍ବଳତା ନିରାକରଣ ନିମନ୍ତେ ସାହିତ୍ୟିକମାନେ ମନୋନିବେଶ କରିବା ଆବଶ୍ୟକ ବୋଲି କହିଛନ୍ତି ୫-ଟି ତଥା ନବୀନ ଓଡ଼ିଶାର ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ୍ । ସାହିତ୍ୟ ସମାଜର ଦର୍ପଣ ସଦୃଶ ଯାହାକି ସମାଜର ଅନ୍ତର୍ନିହିତ ଅନ୍ୟାୟକୁ ସାମ୍ନାକୁ ଆଣିବା ସହ ଏହା ବିରୁଦ୍ଧରେ ସ୍ୱର ଉତ୍ତୋଳନ କରିଥାଏ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଏବଂ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ଆୟୋଜିତ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିକୁ ନେଇ ଦୁଇ … Read more