April 14, 2026 1:02 am

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର 

ନୂଆଦିଲ୍ଲୀ:  ବିହାର ମୁଖ୍ୟମନ୍ତ୍ରୀ ତଥା ଜେଡିୟୁ ମୁଖ୍ୟ ନୀତୀଶ କୁମାର ବୁଧବାର ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି। ନିତୀଶ ଏନଡିଏରେ ସାମିଲ ହୋଇ ବିଜେପି ସହ ମିଶି ରାଜ୍ୟରେ ସରକାର ଗଠନ କରିବା ପରେ ପ୍ରଥମ ଥର ପାଇଁ ମୋଦୀଙ୍କୁ ଭେଟିଛନ୍ତି। ଫେବ୍ରୁଆରି ୧୨ ତାରିଖରେ ବିଧାନସଭାରେ ନୀତୀଶ କୁମାରଙ୍କ ନେତୃତ୍ୱାଧୀନ ସରକାର ଆସ୍ଥା ଭୋଟର ସମ୍ମୁଖୀନ ହେବାର ପାଞ୍ଚ ଦିନ ପୂର୍ବରୁ ଏହି ବୈଠକ ଅନୁଷ୍ଠିତ ହୋଇଛି। ଜାନୁଆରି ୨୮ ତାରିଖରେ ବିହାରରେ ଜାତୀୟ ଗଣତାନ୍ତ୍ରିକ … Read more

ଓଡିଶାରେ ୧୦ ପ୍ରତିଶତ ଲୋକ ଦାରିଦ୍ର୍ୟ ସୀମାରେଖା ତଳେ: ନବୀନ

ଭୁବନେଶ୍ଵର: ବହୁଚର୍ଚ୍ଚିତ ନୟାଗଡ଼ର ଶିଶୁକନ୍ୟା ‘ପରୀ’ ଦୁଷ୍କର୍ମ ଓ ହତ୍ୟା ମାମଲାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଗୃହରେ ବିବୃତି ରଖିଛନ୍ତି। ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ଆଲୋଚନାର ଉତ୍ତର ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି- ପରୀ ଘଟଣାରେ ଦୋଷୀ ଗତକାଲି ଦଣ୍ଡ ପାଇସାରିଛି। ପରୀ ଭଳି ସମ୍ବେଦନଶୀଳ ଘଟଣାରେ ବିରୋଧୀ ରାଜନୀତି କରୁଛନ୍ତି। ନିର୍ବାଚନ ସମୟରେ ରାଜନୀତି ହେବା କଥା। କିନ୍ତୁ ବିରୋଧୀ ହୀନ ରାଜନୀତି କରୁଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଏସକେୱାଇ କାର୍ଡ … Read more