ମଧୁବାବୁ ପେନସନ ସହାୟତା ରାଶି ୫୦୦ ଟଙ୍କାରୁ ୧ ହଜାର ଟଙ୍କାକୁ ବୃଦ୍ଧି
ଭୁବନେଶ୍ଵର: ମଧୁବାବୁ ପେନସନ ସହାୟତା ରାଶିକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ହିତାଧିକାରୀଙ୍କୁ ଏକ ବଡ଼ ଉପହାର ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ଏବେ ମଧୁବାବୁ ପେନସନ ଯୋଜନାର ସହାୟତା ରାଶି ୫୦୦ ଟଙ୍କା ବୃଦ୍ଧି କରାଯାଇଛି। ଏବେ ହିତାଧିକାରୀ ସର୍ବନିମ୍ନ ୧ ହଜାର ଟଙ୍କା ମାସିକ ପେନସନ ସହାୟତା ପାଇବେ। ଏହାସହ ଫେବ୍ରୁଆରି ୨୦-୨୫ ତାରିଖ ମଧ୍ୟରେ ହିତାଧିକାରୀମାନେ ବର୍ଦ୍ଧିତ ପେନସନ ପାଇବେ । ଏନେଇ ରାଜ୍ୟ ସରକାର ୩୬୮୩ କୋଟି ଟଙ୍କା ଖର୍ଚ୍ଚ … Read more