‘ସ୍ୱୟମ’ ସ୍କିମ ଯୁବ ବ୍ୟବସାୟୀଙ୍କ ପାଇଁ ଆଶାର ଆଲୋକ
ବ୍ୟବସାୟ ପାଇଁ ୧୮ ରୁ ୩୫ ବର୍ଷ ବୟସ୍କ ଯୁବକ ଯୁବତୀମାନଙ୍କୁ ମିଳିବ ବିନା ସୁଧରେ ୧ ଲକ୍ଷ ପର୍ଯ୍ୟନ୍ତ ଋଣ ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ କ୍ୟାବିନେଟ ବୈଠକରେ ରାଜ୍ୟର ଯୁବକ ଯୁବତୀମାନଙ୍କ ପାଇଁ ଏକ ଯୁଗାନ୍ତକାରୀ ନିଷ୍ପତ୍ତି ନିଆଯାଇଛି। ରାଜ୍ୟର ଶିଳ୍ପ ଓ ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ବର୍ତ୍ତମାନ ଆସିଥିବା ନୂଆ ଜାଗରଣରେ ଓଡିଶାର ସହରାଞ୍ଚଳ ଓ ଗ୍ରାମାଞ୍ଚଳର ଯୁବ ସମାଜକୁ ସାମିଲ କରିବା ପାଇଁ ଆଜି ରାଜ୍ୟ କ୍ୟାବିନେଟ ‘ସ୍ୱୟମ’ … Read more