June 26, 2025 7:49 pm

ହନୁମାନଙ୍କ ମନ୍ଦିର ପ୍ରତିଷ୍ଠାର ଦ୍ଵିତୀୟ ଦିବସରେ ବନଯାଗ ଓ ରତ୍ନମୁଦ୍ରା ପ୍ରତିଷ୍ଠା

ବ୍ରହ୍ମପୁର:ସ୍ଥାନିୟ ଗୋଷାଣୀନୂଆଗାଁ ନେହେରୁ ନଗର-୧୦ମ ଲାଇନ୍ ଠାରେ ବହୁ ପ୍ରତିକ୍ଷୀତ ବୀର ବଜରଙ୍ଗ ବାଲି ହନୁମାନଙ୍କ ପାଞ୍ଚ ଦିନ ବ୍ୟାପୀ ଆରମ୍ଭ ହୋଇଥିବା ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା ଉତ୍ସବର ଦ୍ଵିତୀୟ ଦିବସ ସୋମବାର ଦିନ ବନଯାଗ ଓ ରତ୍ନମୁଦ୍ରା ପ୍ରତିଷ୍ଠା ମହାସମାରୋହରେ ପାଳିତ ହୋଇ ଯାଇଛି। ପ୍ରତିଷ୍ଠା ଉତ୍ସବର ପ୍ରଥମ ଦିବସ ରବିବାର ଦିନ ଗୋଷାଣୀନୂଆଗାଁ ତଥା ଆଖପାଖ ଅଞ୍ଚଳବାସୀ ଏକ ବିରାଟ ପଟୁଆରରେ ଉତ୍ତରେଶ୍ୱର ମନ୍ଦିର ପରିସରରୁ କଳସରେ ଜଳ ନେଇ ମାଁ ମଙ୍ଗଳାଙ୍କ … Read more

କଳାକାରଙ୍କ ସହାୟତା ରାଶିରେ ବୃଦ୍ଧି କଲେ ରାଜ୍ୟ ସରକାର 

 ଭୁବନେଶ୍ଵର:   ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳାକାର ମାନଙ୍କ ହିତକୁ ଦୃଷ୍ଟିରେ ରଖି ଆଜି “ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା”ରେ ସେମାନଙ୍କୁ  ପ୍ରଦାନ କରଯାଉଥିବା ସହାୟତା ରାଶିରେ  ବୃଦ୍ଧି ଘୋଷଣା କରିଛନ୍ତି । ଏହି ଯୋଜନାର ହିତାଧିକାରୀ ମାନେ ଏବେ ମାସକୁ ୧୨୦୦ ପରିବର୍ତ୍ତେ ୨୦୦୦ ଟଙ୍କା ସହାୟତା ପାଇବେ। ୮୦ ବର୍ଷରୁ ଉର୍ଦ୍ଧ କଳାକାର ମାସକୁ ୨୫୦୦ ଟଙ୍କା ସହାୟତା ପାଇବେ। ଏହାଦ୍ୱାରା ରାଜ୍ୟର ୮୦ ହଜାର କଳାକାର ଉପକାର ପାଇବେ।  ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ୫-ଟି … Read more

ପାକିସ୍ତାନ ସେନାର ଭାରତୀୟ ସୀମାରେ ଅସ୍ତ୍ରବିରତି ଉଲ୍ଲଂଘନ 

ଜମ୍ମୁ :  ପାକ୍ ରେଞ୍ଜର୍ସ କୌଣସି କାରଣ ନଥାଇ ବିଏସଏଫ ପୋଷ୍ଟ ଉପରକୁ ଗୁଳି ଚଳାଇ ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ଏହାର ଜବାବରେ ବିଏସଏଫ ପକ୍ଷରୁ କଡା ଜବାବ ଦିଆଯାଇଛି । ବିଏସଏଫ ଓ ପାକିସ୍ତାନ ରେଞ୍ଜର୍ସ ମଧ୍ୟରେ ୨୦ ମିନିଟରୁ ଅଧିକ ସମୟ ଧରି ଗୁଳି ବିନିମୟ ହୋଇଥିଲା । ନିର୍ବାଚନ ଫଳାଫଳ ପ୍ରକାଶ ପରେ ଏବେ ପାକିସ୍ତାନରେ ରାଜନୈତିକ ଅସ୍ଥିରତା ଦେଖାଦେଇଛି । ପାକିସ୍ତାନର ଜନତା ଇମ୍ରାନ ଖାଁଙ୍କ ସପକ୍ଷରେ ଛିଡ଼ା ହୋଇଥିବାବେଳେ ସେନା … Read more

ସାଧାରଣ ନିର୍ବାଚନ ପାଇଁ ବିଜେପିର ବିଭିନ୍ନ କମିଟି ଗଠିତ

ଭୁବନେଶ୍ଵର: ସାଧାରଣ ନିର୍ବାଚନକୁ ଆଖିଆଗରେ ରଖି  ଭାରତୀୟ ଜନତା ପାର୍ଟି  ଓଡିଶା ଶାଖା  ବିଭିନ୍ନ କମିଟି ଗଠନ କରିଛି। ଏଥିରେ କୋର୍‌ କମିଟି, ନିର୍ବାଚନ କମିଟି, ଶୃଙ୍ଖଳା କମିଟି ଓ ଫାଇନାନ୍ସ କମିଟି ସାମିଲ ଅଛି ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ସାଧାରଣ ସଂପାଦକ ଅରୁଣ ସିଂହ କହିଛନ୍ତି, କୋର୍‌ କମିଟିରେ ମନମୋହନ ସାମଲ, ବୈଜୟନ୍ତ ପଣ୍ଡା, ଧର୍ମେନ୍ଦ୍ର ପ୍ରଧାନ, ଅଶ୍ବିନୀ ବୈଷ୍ଣବ, ଜୟନାରାୟଣ ମିଶ୍ର, ଜୁଏଲ ଓରାମ, ପ୍ରତାପ ଷଡ଼ଙ୍ଗୀ, ସୁରେଶ ପୂଜାରୀ, ବସନ୍ତ ପଣ୍ଡା, କେଭି … Read more