ପଶ୍ଚିମ ଓଡ଼ିଶାରେ ୨୪୦୦ କୋଟିର ପ୍ରକଳ୍ପ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ପଶ୍ଚିମ ଓଡ଼ିଶାରେ ପଖାପାଖି ୨୪୦୦ କୋଟି ଟଙ୍କାର ପ୍ରକଳ୍ପ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବରଗଡ଼ ଜିଲ୍ଲାଗସ୍ତରେ ଯାଇ ଉଦଘାଟନ କରିଛନ୍ତି । ଏହି ପ୍ରକଳ୍ପ ମଧ୍ୟରେ ରହିଛି ବହୁ ପ୍ରତୀକ୍ଷିତ ଗଙ୍ଗାଧର ମେହେର ଜଳସେଚନ ପ୍ରକଳ୍ପ, ୧୦୦ ଶଯ୍ୟା ବିଶିଷ୍ଟ କ୍ୟାନସର ହସ୍ପିଟାଲ୍ ଏବଂ ରୂପାନ୍ତରିତ ନୃସିଂହ ପୀଠ । ବିଜେପୁରର କନାପାଲିଠାରେ ମୁଖ୍ୟମନ୍ତ୍ରୀ ବରଗଡ ଜିଲ୍ଲାରେ ୨୧୪୯ କୋଟି ଟଙ୍କା ମୂଲ୍ୟର ୬୨ଟି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭ ଉଦ୍ଘାଟନ କରିଛନ୍ତି। ଏଥି ସହିତ … Read more