June 26, 2025 4:26 pm

ତାଲିବାନ ଶାସନରେ ସର୍ବସାଧାରଣରେ ଦିଆଗଲା ମୃତ୍ୟୁଦଣ୍ଡ

କାବୁଲ: ଦକ୍ଷିଣ-ପୂର୍ବ ଆଫଗାନିସ୍ତାନର ଏକ ଷ୍ଟାଡିୟମରେ ଆଜି  ତାଲିବାନ ଦୁଇ ଜଣଙ୍କୁ ସର୍ବସାଧାରଣରେ ହତ୍ୟା କରିଛି। ଜଣେ ସାମ୍ବାଦିକଙ୍କ ସମେତ ହଜାର ହଜାର ଲୋକଙ୍କ ଉପସ୍ଥିତିରେ ଗଜନି ସହରର ଅଲି ଲାଲା ଅଞ୍ଚଳରେ ଏହି ଦୁଇ ଜଣଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। ତାଲିବାନ ଏହି ଦୁଇ ଜଣଙ୍କ ଅପରାଧ ସମ୍ପର୍କରେ କୌଣସି ବିବରଣୀ ଦେବାକୁ ମନା କରିଦେଇଛି। ଗଣମାଧ୍ୟମ ରିପୋର୍ଟ ଅନୁସାରେ ଦିନ ୧ଟା ସମୟରେ ଏହି ମୃତ୍ୟୁଦଣ୍ଡକୁ କାର୍ଯ୍ୟକାରୀ କରାଯାଇଥିଲା । ପ୍ରଥମ ବ୍ୟକ୍ତିକୁ … Read more

କାଳିଆ ଯୋଜନାର ଅବଧିକୁ ଆହୁରି ୩ବର୍ଷ ବଢାଇଲେ ସରକାର

ଭୁବନେଶ୍ଵର: ରାଜ୍ୟ ସରକାର କାଳିଆ ଯୋଜନାରେ ଚାଷୀମାନଙ୍କୁ ସହାୟତା ଆଗାମୀ ୩ ବର୍ଷ ପାଇଁ ବଢ଼ାଇଛନ୍ତି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ସନ୍ଧ୍ୟାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ରାଜ୍ୟ କ୍ୟାବିନେଟ୍‌ର  ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ଅନୁସାରେ ଚାଷୀମାନଙ୍କୁ କାଳିଆ ଯୋଜନାରେ ୨୦୨୬-୨୭ ଯାଏଁ ସହାୟତା ରାଶି ମିଳିବ। ଏହି ଯୋଜନା ୩ ବର୍ଷ ବଢ଼ିବା ପରେ ରାଜ୍ୟ ସରକାର ୬୦୨୯.୭୦ କୋଟି ଟଙ୍କା ଖର୍ଚ୍ଚ କରିବେ। ରାଜ୍ୟ ସରକାର କାଳିଆ … Read more