ରାଜଧାନୀରେ କଂଗ୍ରେସ ସମାବେଶ
ଭୁବନେଶ୍ୱର: ରାଜଧାନୀରେ ଆଜି କଂଗ୍ରେସ ଶକ୍ତି ପ୍ରଦର୍ଶନ କରିଛି । ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିରୋଧରେ ଆନ୍ଦୋଳନ ଡାକରା ଦେଇ ରାଜରାସ୍ତାକୁ ଓହ୍ଲାଇଥିଲା । ପ୍ରଭାରୀ ଡ. ଅଜୟ ସିଂହ ଏବଂ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ନେତୃତ୍ୱରେ ଲୋକସେବା ଭବନ ଘେରାଉ ଆନ୍ଦୋଳନରେ ସାମିଲ ହୋଇଥିଲେ ସବୁ ଜିଲ୍ଲାର କର୍ମୀ । ଲୋୟର ପିଏମଜିରେ କଂଗ୍ରେସ ନେତୃତ୍ୱଙ୍କ ସମେତ କର୍ମୀମାନେ ସୁରକ୍ଷା କର୍ଡନ ଭାଙ୍ଗିବାରୁ ପୁଲିସ ସହ ଧସ୍ତାଧସ୍ତି ହୋଇଥିଲା । ଫଳରେ ଶତାଧିକ … Read more