December 6, 2025 1:59 pm

ଗଞ୍ଜାମ ବିଜେପିରେ ପ୍ରଦୀପ ଇନ୍‌ର ଇଫେକ୍ଟ 

ଶାନ୍ତନୁ ରଣା ବ୍ରହ୍ମପୁର: ବିଭିନ୍ନ ଗଣମାଧ୍ୟମରେ ଚର୍ଚ୍ଚାର ଶିରୋନାମା ପାଲଟିଥିବା ଗୋପାଳପୁର ବିଧାୟକ ଡ଼. ପ୍ରଦୀପ ପାଣିଗ୍ରାହୀଙ୍କୁ ନେଇ ଆରମ୍ଭରୁ ବିଜେପିରେ ବିଦ୍ରୋହ ଦେଖାଦେଲାଣି । ନିର୍ବାଚନକୁ ଆଉ ଅଳ୍ପ ଦିନ ଥିବା ବେଳେ ବିଜେଡ଼ିରୁ ବିତାଡ଼ିତ ଗୋପାଳପୁର ବିଧାୟକ ଡ଼. ପାଣିଗ୍ରାହୀ ପ୍ରଥମେ ଭୁବନେଶ୍ୱର ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବିଜେପିରେ ଯୋଗଦାନ କରିଥିବା ବେଳେ ବ୍ରହ୍ମପୁରରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ରାଜନାଥ ସିଂହଙ୍କ ଆଗମନ ବେଳେ ଅତି ନିକଟତର ହୋଇଥିବା ଦେଖିବାକୁ ମିଳିଥିଲା ।  ତେବେ ଡ଼. … Read more

ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍‌ ଗେଟ୍‌ସ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ

ଭୁବନେଶ୍ୱର: ବିଲ୍-ମେଲିଣ୍ଡା ଗେଟସ ଫାଉଣ୍ଡେସନ୍ ଅଧକ୍ଷ୍ୟ ତଥା ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍‌ ଗେଟ୍‌ସ ଆଜି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି । ଓଡ଼ିଶା ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ବିକାଶମୂଳକ ଯୋଜନା ସମ୍ପର୍କରେ ସେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ । ଜାଗାମିଶନ, ମିଶନ ଶକ୍ତି, ଓଡିଶା ସ୍କୁଲ ରୂପାନ୍ତରଣ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ତଥା ସ୍ୱାସ୍ଥ୍ୟସେବା ସମ୍ପର୍କିତ ଅନ୍ୟାନ୍ୟ ରୂପାନ୍ତରଣ କାର୍ଯ୍ୟକ୍ରମର ସେ ପ୍ରଶଂସା କରିଥିଲେ । ଅନ୍ୟପକ୍ଷରେ ବିଲ୍-ମେଲିଣ୍ଡା … Read more

ବିଲ୍‌ ଗେଟ୍‌ସଙ୍କୁ ସମ୍ମାନଜନକ  କିସ୍‍ ହ୍ୟୁମାନିଟାରିଆନ୍‍ ସମ୍ମାନ ପ୍ରଦାନ 

ଭୁବନେଶ୍ୱର:  ମାଇକ୍ରୋସଫ୍ଟର ସହପ୍ରତିଷ୍ଠାତା ଏବଂ ବିଲ୍‍ ଆଣ୍ଡ ମିଲିଣ୍ଡା ଗେଟସ୍‍ ଫାଉଣ୍ଡେସନ୍‍ର ସହ-ଅଧ୍ୟକ୍ଷ ବିଲ୍‌ ଗେଟ୍‌ସଙ୍କୁ ସମ୍ମାନଜନକ କିସ୍‍ ହ୍ୟୁମାନିଟାରିଆନ୍‍ ସମ୍ମାନ ୨୦୨୩ ପ୍ରଦାନ କରାଯାଇଛି। ଆଜି ଭୁବନେଶ୍ୱରରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ବିଲ୍‌ ଗେଟ୍‌ସଙ୍କୁ ଏହି ସମ୍ମାନ ପ୍ରଦାନ କରିଥିଲେ। ବିଶ୍ୱରେ ଶିକ୍ଷା, ସ୍ୱାସ୍ଥ୍ୟ ଏବଂ ସର୍ଜନଶୀଳ ବୈଷୟିକ କୌଶଳ ମାଧ୍ୟମରେ ଅସମାନତା ଦୂର କରିବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ତାଙ୍କୁ ଏହି ସମ୍ମାନ … Read more