June 26, 2025 6:41 pm

ଅଙ୍ଗନବାଡ଼ି କର୍ମୀଙ୍କ ଦରମା ବୃଦ୍ଧି 

୭୫୦୦ ପାଉଥିଲେ ,ଏବେ  ପାଇବେ  ୧୦ ହଜାର ଟଙ୍କା ଭୁବନେଶ୍ୱର: ଅଙ୍ଗନବାଡି କର୍ମୀଙ୍କ ଦୀର୍ଘଦିନର ଦାବି ପୂରଣ ହୋଇଛି।  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ରାଜ୍ୟର ଅଙ୍ଗନବାଡି କର୍ମୀ ମାନଙ୍କର ମାସିକ ପାରିଶ୍ରମିକରେ ବୃଦ୍ଧି ଘୋଷଣା କରିଛନ୍ତି। ଏହି ନୂତନ ଘୋଷଣା ଅନୁଯାୟୀ, ଅଙ୍ଗନବାଡି କର୍ମୀ ମାନଙ୍କ ମାସିକ ପାରିଶ୍ରମିକ ୭୫୦୦ ଟଙ୍କାରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ ମିନି ଅଙ୍ଗନବାଡି କର୍ମୀଙ୍କ ପାରିଶ୍ରମିକ ୫୩୭୫ ଟଙ୍କାରୁ ୭୨୫୦ … Read more

ଉତ୍କଳ ବିଶ୍ଵବିଦ୍ୟାଳୟର ଛାତ୍ରଛାତ୍ରୀ ଦେଶର ଗୌରବ ବଢାଇଛନ୍ତି: ରାଷ୍ଟ୍ରପତି

ଭୁବନେଶ୍ଵର: ଦେଶର ଅନ୍ୟତମ ଶିକ୍ଷାନୁଷ୍ଠାନ ଉତ୍କଳ ବିଶ୍ଵବିଦ୍ୟାଳୟ ନାରୀସଶକ୍ତିକରଣ ପାଇଁ ସୁନାମ ଅର୍ଜନ କରିଛି।   ଦେଶକୁ ଆଗେଇ ନେବାରେ ଅର୍ଥାତ ଆର୍ଥିକ, ସାମାଜିକ ଅଗ୍ରଗତି କ୍ଷେତ୍ରରେ ଛାତ୍ରୀମାନଙ୍କର ଗୁରୁତ୍ଵପୂର୍ଣ୍ଣ ଭୂମିକା ରହିଛି । ଉତ୍କଳ ବିଶ୍ବବିଦ୍ୟାଳୟର ୫୩ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହା କହିଛନ୍ତି। ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ କହିଛନ୍ତି, ଉତ୍କଳ ବିଶ୍ବବିଦ୍ୟାଳୟର ଛାତ୍ରୀ ଭାବେ ମୁଁ ନିଜକୁ ଗୌରାବାନ୍ବିତ କରୁଛି। ଏହି ବିଶ୍ବବିଦ୍ୟାଳୟର ଛାତ୍ରଛାତ୍ରୀ କେବଳ ଭାରତରେ ନୁହେଁ। ବିଶ୍ଵରେ  ମଧ୍ୟ … Read more

ଦେଶରେ ୩ଟିସେମିକଣ୍ଡକ୍ଟର ମ୍ୟାନୁଫାକଚରିଂ ପ୍ରକଳ୍ପ କୁ କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ: ଭାରତରେ ଖୁବଶୀଘ୍ର  ୩ଟି ସେମିକଣ୍ଡକ୍ଟର ମ୍ୟାନୁଫାକଚରିଂ ପ୍ରକଳ୍ପ ପ୍ରତିଷ୍ଠା ହେବ। ଆଜି  କେନ୍ଦ୍ର କ୍ୟାବିନେଟ ବୈଠକରେ ଏହି ସମ୍ପର୍କିତ ୩ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି। ଏହା ଦ୍ବାରା ଭାରତରେ ୧.୨୬ ଲକ୍ଷ କୋଟି ନିବେଶ ସୁଯୋଗ ସହିତ ସେମିକଣ୍ଡକ୍ଟର ଭାଲ୍ୟୁ ଚେନ ସ୍ଥାପିତ ହୋଇପାରିବ। ଇଲୋକ୍ଟ୍ରନିକ୍ସ ଏବଂ ସୂଚନା ପ୍ରାଦ୍ୟୋଗିକ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ସାମ୍ବାଦିକଙ୍କୁ କହିଛନ୍ତି କ୍ୟାବିନେଟରେ ଗୁରୁବାର ୩ ସେମିକଣ୍ଡକ୍ଟର ପ୍ଲାଣ୍ଟ ସ୍ଥାପନ କରିବା ପ୍ରସ୍ତାବକୁ ଅନୁମ‌ୋଦନ କରାଯାଇଛି। ଏସବୁ ପ୍ଲାଣ୍ଟର ଭୂମି … Read more