୫୨ଟି ଜଳସେଚନ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ୩,୦୩୭ କୋଟି ଟଙ୍କାରେ ୫୨ଟି ପ୍ରକଳ୍ପର ଉଦ୍ଘାଟନ ଓ ଭିତ୍ତିପ୍ରସ୍ତର ରଖିଛନ୍ତି । ଏଥିରେ ୪ ଟି ଜିଲ୍ଲାରେ ୧୩୧ କୋଟି ଟଙ୍କା ବ୍ୟୟରେ ୬ଟି ପ୍ରକଳ୍ପର ଉଦ୍ଘାଟନ ହୋଇଥିବା ବେଳେ ୧୫ଟି ଜିଲ୍ଲାରେ ୨୯୦୬ କୋଟି ଟଙ୍କାରେ ୪୬ଟି ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରାଯାଇଛି। ଏହ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଚାଷୀର କଲ୍ୟାଣ ଓ କୃଷିର ବିକାଶ ମୋ ପାଇଁ ସବୁବେଳେ ପ୍ରାଥମିକତା ହୋଇ ରହି … Read more