ଉଜ୍ଜଳା ଯୋଜନାରେ ସବସିଡି ବଳବତ୍ତର ରହିବ: କେନ୍ଦ୍ରମନ୍ତ୍ରୀ ପିୟୁଷ ଗୋଏଲ
ନୂଆଦିଲ୍ଲୀ: ଉଜ୍ଜଳା ଯୋଜନାରେ ଦିଆଯାଉଥିବା ୩୦୦ ଟଙ୍କାର ସବସିଡି ଆସନ୍ତା ୧ ବର୍ଷ ପାଇଁ ଜାରି ରହିବ ବୋଲି କେନ୍ଦ୍ରର ମୋଦୀ ସରକାର ନିଷ୍ପତି ନେଇଛନ୍ତି। କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତି ଦ୍ୱାରା ୧୦ କୋଟି ପରିବାର ଉପକୃତ ହେବେ ବୋଲି କେନ୍ଦ୍ରମନ୍ତ୍ରୀ ପିୟୁଷ ଗୋଏଲ ସୂଚନା ଗେଇଛନ୍ତି। ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସରକାର ଏହି ଘୋଷଣା କରିଛନ୍ତି। । ଏବେ ୩୧ ମାର୍ଚ୍ଚ ୨୦୨୫ ପର୍ଯ୍ୟନ୍ତ ଉଜ୍ଜ୍ୱଳା ଯୋଜନାରେ ମହିଳାମାନେ ସବସିଡିର ଲାଭ ପାଇବେ … Read more