June 26, 2025 7:36 pm

ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପାରିତୋଷିକ ଓ ଭତ୍ତା ବୃଦ୍ଧିକଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପାରିତୋଷିକ ଓ ଭତ୍ତା ବୃଦ୍ଧି  କରିଛନ୍ତି।  ସୂଚନାଯୋଗ୍ୟ ଯେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ବିଭିନ୍ନ ଜିଲ୍ଲାଗସ୍ତ ସମୟରେ ପଞ୍ଚାୟତିରାଜ ପ୍ରତିନିଧିମାନେ ତାଙ୍କୁ ଭେଟି ଏହି ପାରିତୋଷିକ ବୃଦ୍ଧି ସମ୍ପର୍କରେ ଅନୁରୋଧ ଓ ପ୍ରସ୍ତାବ ଦେଇଥିଲେ। ନିଷ୍ପତ୍ତି ଅନୁଯାୟୀ ଜିଲ୍ଲା ପରିଷଦ ସଭାପତିମାନେ ୯,୩୮୦ ଟଙ୍କା ପରିବର୍ତ୍ତେ ୩୦,୦୦୦ ଟଙ୍କା ମାସିକ ପାରିତୋଷିକ ପାଇବେ। ସେମାନଙ୍କ ଦୈନିକ ଭତ୍ତା ମଧ୍ୟ ୩୦୦ ଟଙ୍କାରୁ … Read more

୨ୟ ତାଲିକାରେ କଂଗ୍ରେସ ୪୩ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା

ନୂଆଦିଲ୍ଲୀ: ଆସୁଥିବା ଲୋକସଭା ନିର୍ବାଚନ ୨୦୨୪ ପାଇଁ କଂଗ୍ରେସ ଦଳ ନିଜର ଦ୍ୱିତୀୟ ତାଲିକା ଘୋଷଣା କରିଛି। ଏହି ତାଲିକାରେ ଆସାମ, ମଧ୍ୟପ୍ରଦେଶ ଓ ରାଜସ୍ଥାନର ପ୍ରାର୍ଥୀଙ୍କୁ ମିଶାଇ ମୋଟ ୪୩ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ଏହି ତାଲିକାରେ ୩ ଜଣ ମୁଖ୍ୟମନ୍ତ୍ରୀଙ୍କ ପୁଅଙ୍କୁ ମଧ୍ୟ ଟିକେଟ ଦିଆଯାଇଛି । ମଧ୍ୟପ୍ରଦେଶର ଛିନ୍ଦୱାଡା ଆସନର ବର୍ତ୍ତମାନର ସାଂସଦ ନକୁଲ ନାଥଙ୍କୁ ମଧ୍ୟ କଂଗ୍ରେସ ପୁଣି ଥରେ ଟିକେଟ ଦେଇଛି । ଗତକାଲି ନୂଆଦିଲ୍ଲୀରେ ଦଳର … Read more

ଅଖିଳ ଭାରତୀୟ ସାହିତ୍ୟ ପରିଷଦ ଓ ବହୁମୁଖୀ ସମାଜ ମଙ୍ଗଳ ଓ ସାଂସ୍କୃତିକ କେନ୍ଦ୍ର ତରଫରୁ “ଶାସ୍ତ୍ରୀୟ ଓଡ଼ିଆ ଭାଷା” ଦିବସ ପାଳିତ

ବ୍ରହ୍ମପୁର: ଅଖିଳ ଭାରତୀୟ ସାହିତ୍ୟ ପରିଷଦ ଓ ବହୁମୁଖୀ ସମାଜ ମଙ୍ଗଳ ଓ ସାଂସ୍କୃତିକ କେନ୍ଦ୍ର ଆନୁକୂଲ୍ୟରେ ଓଡ଼ିଆ ଶାସ୍ତ୍ରୀୟ ଭାଷା ଦିବସ ସ୍ଥାନୀୟ କୁଇନ ଅଫ ଦି ମିଶନସ ଉଚ୍ଚ ବିଦ୍ୟାଳୟ ପରିସରରେ ବହୁମୁଖର ସଭାପତି ଡ଼ ସଙ୍କର୍ଷଣ ପାତ୍ର ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।  ଡ଼ ପ୍ରକାଶ ଚନ୍ଦ୍ର ପାଣିଗ୍ରାହୀ ଙ୍କ ସଂଯୋଜନାରେ ଅନୁଷ୍ଠିତ ଆଲୋଚନା ଚକ୍ରର ମୁଖ୍ୟ ଅତିଥି ଶ୍ରୀ ହରେକୃଷ୍ଣ ପଣ୍ଡା, ପ୍ରାକ୍ତନ ମଣ୍ଡଳ ଶିକ୍ଷାଧିକାରୀ, ମୁଖ୍ୟ ବକ୍ତା ଡ଼ ବନମାଳି … Read more