ମଝି ଆକାଶରେ ଜୀବନ ବଞ୍ଚାଇଲେ କିମ୍ସ ଡାକ୍ତର
ଭୁବନେଶ୍ୱର: ଆମେ ଜାଣୁ ସବୁବେଳେ ଡାକ୍ତର ଦେବଦୂତ ସାଜି ଜୀବନ ବଞ୍ଚାନ୍ତି। କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସେସ୍ (କିମ୍ସ) ଭୁବନେଶ୍ୱରର ହୃଦ୍ରୋଗ ବିଶେଷଜ୍ଞ ଡା ଅଶୋକ କୁମାର ବଡ଼ମାଳି ମଝି ଆକାଶରେ ବଞ୍ଚାଇଛନ୍ତି ଜଣେ ମହିଳାଙ୍କ ଜୀବନ। ଏୟାର ଇଣ୍ଡିଆ ଏକ୍ସପ୍ରେସ୍ ବିମାନ ରବିବାର ସକାଳେ ନୂଆଦିଲ୍ଲୀରୁ ପୁନେ ଅଭିମୁଖେ ଯାଉଥିବା ସମୟରେ ଜନୈକ ମହିଳା ହଠାତ୍ ଅସୁସ୍ଥ ହୋଇପଡ଼ିଥିଲେ। ଏହା ଦେଖି ବିମାନ କର୍ମଚାରୀମାନେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହ କ୍ୟାବିନ୍ କ୍ରୁମାନେ ଜରୁରୀକାଳୀନ … Read more