ବିଜେପି ଓଡ଼ିଶାର ୧୮ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା
ଭୁବନେଶ୍ୱର: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ବିଜେପି ପଞ୍ଚମ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ପଞ୍ଚମ ତାଲିକାରେ ୧୧୧ ପ୍ରାର୍ଥୀଙ୍କ ନାମ ବିଜେପି ପ୍ରକାଶ ପାଇଛି। ଏହି ତାଲିକାରେ ଓଡ଼ିଶାର ୨୧ ଟି ଆସନ ମଧ୍ୟରୁ ୧୮ ଆସନରେ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ଏମାନଙ୍କ ମଧ୍ୟରେ ଭୁବନେଶ୍ୱରରୁ ଅପରାଜିତା ଷଡଙ୍ଗୀ, ପୁରୀରୁ ସମ୍ବିତ ପାତ୍ର, ସମ୍ବଲପୁରରୁ ଧର୍ମେନ୍ଦ୍ର ପ୍ରଧାନ ରହିଛନ୍ତି। ବିଜେପି ବଲାଙ୍ଗୀର, କଳାହାଣ୍ଡି, ଭୁବନେଶ୍ଵର ଓ ଆସିକାରେ ବିଜେପି ମହିଳା ପ୍ରାର୍ଥୀ ଦେଇଛି। … Read more