ସୋଆ ଏସ୍ଏଚ୍ଏମ୍ ପକ୍ଷରୁ ଏପ୍ରିଲ ୩ରୁ “ପଖାଳ ଉତ୍ସବ” ଆରମ୍ଭ
ଭୁବନେଶ୍ୱର: ଓଡିଶାର ପାରମ୍ପରିକ ଖାଦ୍ୟ ‘ପଖାଳ’ ପ୍ରତ୍ୟେକ ଓଡ଼ିଆଙ୍କ ଘରେ ବେଶ ଆଦୃତ ଓ ପ୍ରିୟ ଖାଦ୍ୟ। ଯଦିଓ ଖରାଦିନେ ଏହା ଖାଇବାକୁ ବେଶି ଭଲ ଲାଗେ ତେବେ ସ୍ୱାସ୍ଥ୍ୟଗତ ଦୃଷ୍ଟିରୁ ବର୍ଷକ ବାର ମାସ ଲୋକମାନେ ପଖାଳ ଖାଇବାକୁ ଭଲ ପାଇଥାନ୍ତି। ପ୍ରତ୍ୟେକ ଓଡ଼ିଆଙ୍କର ଏହି ପସନ୍ଦର ଖାଦ୍ୟର ଅଧିକ ପ୍ରଚାର ଓ ପ୍ରସାର କରିବା ଉଦ୍ଦେଶ୍ୟରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ୍ ମ୍ୟାନେଜମେଂଟ (ଏସ୍ଏଚ୍ଏମ୍ ) ପକ୍ଷରୁ ସବୁ ବର୍ଷ … Read more