ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ପକ୍ଷରୁ ୮୯ ତମ ଉତ୍କଳ ଦିବସ ପାଳିତ
ଅନୁଗୁଳ: ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସପି )ପକ୍ଷରୁ ଏପ୍ରିଲ ପହିଲା ଦିନ ୮୯ ତମ ଉତ୍କଳ ଦିବସ ଅନୁଗୁଳ ସ୍ଥିତ କମ୍ପାନୀ ପରିସରରେ ଉତ୍ସାହ ଉଦ୍ଦୀପନା ର ସହ ପାଳିତ ହୋଇଯାଇଛି। କମ୍ପାନୀର ଅନୁଗୁଳ ୟୁନିଟ ମୁଖ୍ୟ ତଥା ନିର୍ବାହୀ ନିର୍ଦ୍ଦେଶକ ଶ୍ରୀ ପଙ୍କଜ ମଲ୍ହଁନ୍, ନିର୍ବାହୀ ନିର୍ଦ୍ଦେଶକ ଶ୍ରୀ ଦାମୋଦର ମିତ୍ତଲ୍ ଏବଂ ଅନ୍ୟ ଅଧିକାରୀମାନେ ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳ ମଣି ଗୋପବନ୍ଧୁ ଦାସ ଏବଂ ଅନ୍ୟାନ୍ୟ ବରପୁତ୍ର ମାନଙ୍କୁ ଶ୍ରଦ୍ଧା ସୁମନ … Read more