ଅଷ୍ଟପ୍ରହର ନାମଯଜ୍ଞ ଅନୁଷ୍ଠିତ
ଭୁବନେଶ୍ୱର : ଭୁବନେଶ୍ୱର ମହାନଗର ନିଗମର ୧୨ ନମ୍ବର ଓାର୍ଡ ଅନ୍ତର୍ଗତ ପ୍ରେସଛକ ଠାରେ ଅଷ୍ଟପ୍ରହର ନାମଯଜ୍ଞ ଅନୁଷ୍ଠିତ ହୋଇଯାଇଛି । ବରି ନାଗରିକ ଜନକର ସାହୁଙ୍କ ଦ୍ୱାରା ଆୟୋଜିତ ଚତୁଦ୍ଦର୍ଶ ବାର୍ଷିକ ଅଷ୍ଟପ୍ରହର ନାମଯଜ୍ଞ ତିନିଦିନ ଧରି ଚାଲିଥିଲା । ପ୍ରଥମ ଦିନ କଳସ ଯାତ୍ରା ହୋଇ ସପ୍ତମ ବାଟାଲିୟନ ପୁଷ୍କରଣୀରୁ ପାଣି ଗ୍ରହଣ ପରେ ଅଧିବାସ ଓ ଦ୍ୱିତୀୟ ଦିନ ନାମଯଜ୍ଞ ଅନୁଷ୍ଠିତ ହୋଇଥିଲା । ତୃତୀୟ ଦିନ ନଗର କୀର୍ତ୍ତନ କଇାଯାଇ ଗଜପତି ନଗର … Read more