ସମାଜରେ ବଂଚିତ ଶିଶୁମାନଙ୍କର ସୋଆ କମ୍ୟୁନିଟି ରେଡ଼ିଓ ପରିଦର୍ଶନ
ଭୁବନେଶ୍ୱର: ସାଧାରଣ ମାନର ଜୀବନଯାପନ ଅଧିକାରରୁ ବଂଚିତ ପନ୍ଦର ଜଣ ଶିଶୁ ଗତ ଶନିବାର ଦିନ ସୋଆ କମ୍ୟୁନିଟି ରେଡ଼ିଓ ୯୦.୪ ବୁଲି ଦେଖିବା ସହ ରେଡ଼ିଓ ମାଧ୍ୟମରେ ନିଜର ଜୀବନର ଅନୁଭୂତି ବଖାଣିବା ସହ ନିଜର ଉତମ ଭବିଷ୍ୟତ ନେଇ ଆଶା ପ୍ରକାଶ କରିଛନ୍ତି। ପ୍ରଥମ ଥର ପାଇଁ କୌଣସି ରେଡ଼ିଓ ଷ୍ଟେସନ୍କୁ ଆସି ଅଭିଭୁତ ହୋଇପଡ଼ିବା ସହ ଦୈନନ୍ଦିନ ଜୀବନରେ ସେମାନେ କିଭଳି ରାଜରାସ୍ତାରେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି ଏବଂ ସମ୍ମାନର ସହ ସାଧାରଣ ଜୀବନ … Read more