April 13, 2026 5:46 am

ପାରମ୍ପରିକ ଜ୍ଞାନର ସଂରକ୍ଷଣ ପାଇଁ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସହ ଆଇଜିଏନସିଏର ବୁଝାମଣାପତ୍ର ସ୍ଵାକ୍ଷର

ନୂଆଦିଲ୍ଲୀ: ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ), କୋରାପୁଟ ବୁଧବାର ଏକ ଗୁରୁତ୍ୱପୂର୍ଣ୍ଣ ସାମ୍ବାଦିକ ସମ୍ମିଳନୀରେ ଇନ୍ଦିରା ଗାନ୍ଧୀ ଜାତୀୟ କଳା କେନ୍ଦ୍ର (ଆଇଜିଏନସିଏ), ନୂଆଦିଲ୍ଲୀ ସହିତ ଏକ ଗୁରୁତ୍ୱପୂର୍ଣ୍ଣ ପାରସ୍ପରିକ ଏକାଡେମିକ ସହଯୋଗ ପାଇଁ ଯୋଜନା ଘୋଷଣା କରାଯାଇଛି। ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟ ଅଧୀନରେ ଥିବା ସିୟୁଓ ଏବଂ ସଂସ୍କୃତି ମନ୍ତ୍ରଣାଳୟ ଅଧୀନରେ ଥିବା ଆଇଜିଏନସିଏ ମଧ୍ୟରେ ହେବାକୁ ଥିବା ବୁଝାମଣାପତ୍ର (ଏମଓୟୁ) ଘୋଷଣା କରିବା ଏହି ସମାବେଶର ଉଦ୍ଦେଶ୍ୟ ଥିଲା। ପାରମ୍ପରିକ ଜ୍ଞାନକୁ ସୁରକ୍ଷିତ ରଖିବା … Read more

ଓମ୍‌ଫେଡ ପକ୍ଷରୁ ବିଶ୍ୱ ଛେନାପୋଡ ଦିବସ ପାଳିତ

ଭୁବନେଶ୍ୱର: ଓଡିଶା ରାଜ୍ୟ ଦୁଗ୍ଧ ଉତ୍ପାଦନ ସମବାୟ ସମିତି ଲିମିଟେଡ୍ ବା ଓମ୍‌ଫେଡ୍ ପକ୍ଷରୁ ବିଶ୍ୱ ଛେନାପୋଡ ଦିବସ ପାଳିତ ହୋଇଯାଇଛି। ଏକ ଘରୋଇ ହୋଟେଲରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଓମ୍‌ଫେଡ୍‌ର ପରିଚାଳନା ନିର୍ଦ୍ଦେଶକ ବିଜୟ ଅମୃତା କୁଲାଙ୍ଗେ ପ୍ରମୁଖ ଯୋଗ ଦେଇଥିଲେ। ନୟାଗଡ ଜିଲ୍ଲା ଦଶପଲ୍ଲାର ସୁଦର୍ଶନ ସାହୁ ନାମକ ଜଣେ ଛୋଟ ଦୋକାନୀ ୧୯୪୭ ମସିହା ପୂର୍ବରୁ ଛେନାପୋଡ ପ୍ରସ୍ତୁତ କରୁଥିବାର ପ୍ରମାଣ ରହିଛି। ତାଙ୍କରି ଜନ୍ମ ଦିନକୁ ମନେ ପକାଇବା … Read more

ବିଜେଡିର ୯ଟି ବିଧାନସଭା ଏବଂ ୧ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା 

ଭୁବନେଶ୍ଵର- ମଧ୍ୟରୁ ଅନନ୍ତ ଜେନା, ବାଲେଶ୍ଵର ଲୋକସଭା ପାଇଁ ଲେଖାଶ୍ରୀ ଭୁବନେଶ୍ଵର: ଆଜି ବିଜେଡି ତାହାର ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଏଥିରେ ୯ଟି ବିଧାନସଭା ଏବଂ ଗୋଟିଏ ଲୋକସଭା ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି।  ଏଥିରେ ଲୋକସଭା​ ପାଇଁ ବାକି ରହିଥିବା ଏକମାତ୍ର ବାଲେଶ୍ବର ଆସନରେ ଦଳ ଡ. ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ପ୍ରାର୍ଥୀ କରିଛି। ବିଜେପି ଏହି ଆସନରେ ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କୁ ପୁଣି ପ୍ରାର୍ଥୀ କରିଥିବା ବେଳେ ବିଜେଡି ତାଙ୍କୁ ମାତ୍‌ … Read more