ଅବାଧ ଏବଂ ନିରପେକ୍ଷ ମତଦାନ ପାଇଁ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ
ନୂଆଦିଲ୍ଲୀ: ପ୍ରଥମ ପର୍ଯ୍ୟାୟରେ ୧୯ ଏପ୍ରିଲ, ୨୦୨୪ରେ ୨୧ଟି ରାଜ୍ୟର ୧୦୨ଟି ସଂସଦୀୟ କ୍ଷେତ୍ରରେ ମତଦାନ ହେବାକୁ ଥିବା ବେଳେ ଏଥିରେ ୧୨୭ ଜଣ ସାଧାରଣ ପର୍ଯ୍ୟବେକ୍ଷକ, ୬୭ ଜଣ ପୁଲିସ ପର୍ଯ୍ୟବେକ୍ଷକ ଏବଂ ୧୬୭ ଜଣ ବ୍ୟୟ ପର୍ଯ୍ୟବେକ୍ଷକଙ୍କୁ ନିୟୋଜିତ କରାଯାଇଛି। ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ ଅର୍ଥାତ୍ ୨୬ ମାର୍ଚ୍ଚ, ୨୦୨୪ ପୂର୍ବରୁ ସମସ୍ତେ ନିର୍ବାଚନମଣ୍ଡଳୀରେ ପହଞ୍ଚି ସାରିଛନ୍ତି। ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର, ନିର୍ବାଚନ କମିଶନର ଜ୍ଞାନେଶ କୁମାର ଏବଂ ନିର୍ବାଚନ … Read more