ଅପହଂଚ ଇଲାକା ରେ ସ୍ୱାସ୍ଥ୍ୟ ସେବା ପହଞ୍ଚାଇବ ଟେଲିମେଡିସିନ୍: ଡଃ ରାମାସାମୀ କିମ୍
ଭୁବନେଶ୍ୱର: ଅପହଂଚ ଇଲାକା ଯେଉଁଠାରେ ସ୍ୱାସ୍ଥ୍ୟ ସେବା ଠିକ୍ ଭାବେ ପହଂଚିପାରୁନି ସେଠାରେ ଟେଲିମେଡିସିନ୍ ହିଁ ଜନସାଧାରଣଙ୍କର ଚିକିତ୍ସା କ୍ଷେତ୍ରରେ ସହାୟକ ହୋଇପାରିବ। ଏଥି ନିମନ୍ତେ ଚିକିତ୍ସା ବିଜ୍ଞାନ (ମେଡିସିନ୍) ଓ ଇଞ୍ଜିନିୟରିଂ ଏକତ୍ର ହୋଇ ସମାଜର ହିତ ନିମନ୍ତେ କାର୍ଯ୍ୟ କରିବା ଉଚିତ୍ ବୋଲି ଚିକିତ୍ସା ବିଶେଷଜ୍ଞ ତଥା ଟେଲିମେଡିସିନ୍ ସୋସାଇଟି ଅଫ୍ ଇଣ୍ଡିଆର ସଭାପତି ଡାକ୍ତର ରାମାସାମୀ କିମ୍ କହିଛନ୍ତି। ଟେଲିମେଡିସିନ ସୋସାଇଟି ଅଫ୍ ଇଣ୍ଡିଆ (ଓଡ଼ିଶା ଚାପ୍ଟର) ଏବଂ ଶିକ୍ଷା ଓ ଅନୁସନ୍ଧାନ (ସୋଆ) … Read more