June 26, 2025 10:47 pm

ପୂର୍ବତଟ ରେଳପଥ ପକ୍ଷରୁ ଭାରତରତ୍ନ ଡ଼ଃ. ବି. ଆର. ଆମ୍ବେଦକରଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ଵର: ପୂର୍ବତଟ ରେଳପଥ ପକ୍ଷରୁ ସମ୍ବିଧାନର ପ୍ରଣେତା ଭାରତରତ୍ନ ଡ଼ଃ. ବି. ଆର. ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ହୋଇଯାଇଅଛି। ପୂର୍ବତଟ ରେଳପଥର କାର୍ଯ୍ୟକାରୀ ମହାପ୍ରବନ୍ଧକ ମହେଶ କୁମାର ବେହେରାଙ୍କ ନେତୃତ୍ୱରେ ରେଳପଥର ପ୍ରମୁଖ ବିଭାଗୀୟ ଅଧିକାରୀମାନଙ୍କ ସହିତ କର୍ମଚାରୀମାନେ ଡ଼ଃ. ବି. ଆର. ଆମ୍ବେଦକରଙ୍କ ଫଟ ଚିତ୍ରରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ଏହି କାର୍ଯ୍ୟକ୍ରମରେ ପ୍ରମୁଖ କାର୍ମିକ ଅଧିକାରୀ ସିଦ୍ଧାର୍ଥ କାଟି ସଂଯୋଜନା କରିଥିଲେ। ଆମ୍ବେଦକର ଜୟନ୍ତୀ ମଧ୍ୟ ରେଳପଥର ସମସ୍ତ ରେଳମଣ୍ଡଳ ଯଥା ଖୋର୍ଦ୍ଧା … Read more

ଏପର୍ଯ୍ୟନ୍ତ ୪୬୫୦ କୋଟି ଜବତ  କଲେଣି ନିର୍ବାଚନ କମିଶନ

ନୂଆଦିଲ୍ଲୀ: ନିର୍ବାଚନ-୨୦୨୪ ପାଖେଇ ଆସୁଥିବା ବେଳେ ଦେଶର ବିଭିନ୍ନ ଯାଗାରୁ କୋଟି କୋଟି ତାଙ୍କ ଜବତ ହେଉଛି। ସୋମବାର ସୁଦ୍ଧା ନିର୍ବାଚନ କମିସନ ୪୬୫୦ କୋଟି ଟଙ୍କା ଜବତ କରିଛନ୍ତି ଯାହା ୨୦୧୯ ନିର୍ବାଚନରେ ହୋଇଥିବା ସମୁଦାୟ ଆଦାୟ ଠାରୁ ଅଧିକ। ପୂର୍ବରୁ କେବେ ବି ଏତେ ଟଙ୍କା ଜବତ ହୋଇନଥିଲା।  କମିସନ କେବଳ ନଗଦ ଟଙ୍କା ଜବତ କରୁନାହାନ୍ତି, ବରଂ ମଦ, ଅନ୍ୟାନ୍ୟ ମାଗଣା ବଣ୍ଟନ ସାମଗ୍ରୀ ଆଦିକୁ ମଧ୍ୟ ଜବତ କରୁଛନ୍ତି । ଦେଶରେ … Read more

ଦଳବିରୋଧୀ କାର୍ଯ୍ୟପାଇଁ  ସୁରେଶ ରାଉତରାୟ କଂଗ୍ରେସରୁ ବହିଷ୍କୃତ

ଭୁବନେଶ୍ଵର: କିଛିଦିନର କଲ୍ପନାଜଳ୍ପନାର ଅନ୍ତ  ଘଟିଛି।  ଆଜି କଂଗ୍ରେସରୁ ବହିଷ୍କୃତ  ହୋଇଛନ୍ତି ଜଟଣୀ ବିଧାୟକ ସୁରେଶ ରାଉତରାୟ। ଏ ନେଇ ଆଜି ଏଆଇସିସି ତରଫରୁ ସୂଚନା ପ୍ରଦାନ କରାଯାଇଛି। ଏଥିରେ କୁହାଯାଇଛି ଯେ, ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ୬ ବର୍ଷ ପାଇଁ ବହିଷ୍କାର କରାଯାଇଛି। ତେବେ ଏହାକୁ ନେଇ ସୁରେଶ ରାଉତରାୟ ଦୁଃଖ ପ୍ରକାଶ କରି ନାହାଁନ୍ତି। ସେ କହିଛନ୍ତି ଯେ, ଦଳର ଏହି ନିଷ୍ପତିକୁ ସ୍ବାଗତ କରୁଛି। ହେଲେ ଦଳ ପାଇଁ ମୁଁ ଯେମିତି … Read more