ପୂର୍ବତଟ ରେଳପଥ ପକ୍ଷରୁ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ସ୍ଥାନକୁ ୨୦ଯୋଡ଼ା ସ୍ୱତନ୍ତ୍ର ଗ୍ରୀଷ୍ମ କାଳୀନ ଟ୍ରେନ୍
ନୂଆଦିଲ୍ଲୀ: ଗ୍ରୀଷ୍ମ ଋତୁରେ ଯାତ୍ରୀଅସୁବିଧାକୁ ଏଡ଼ାଇବା ସହିତ ଜନସାଧାରଣଙ୍କ ଯାତ୍ରା ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏବଂ ଗ୍ରୀଷ୍ମ କାଳୀନ ଭୀଡକୁ ଏଡ଼ାଇବା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ବିଭିନ୍ନ ଗନ୍ତବ୍ୟ ସ୍ଥଳକୁ ଆହୁରି ଅଧିକ ସ୍ୱତନ୍ତ୍ର ଟ୍ରେନର ବ୍ୟବସ୍ଥା କାରାଯିବା ସହିତ ପୂର୍ବରୁ ଚଳାଚଳ କରୁଥିବା ସ୍ୱତନ୍ତ୍ର ଟ୍ରେନ ଚଳାଚଳ ସେବା ବୃଦ୍ଧି କରିବା ପାଇଁ ନିମ୍ନଲିଖିତ ଅନୁଯାୟୀ ନିଷ୍ପତ୍ତି ନିଆଯାଇଛି। A: ପୁରୀ-ଶାଲିମାର ଦ୍ୱି-ସାପ୍ତାହିକ ଗ୍ରୀଷ୍ମ କାଳୀନ ସ୍ୱତନ୍ତ୍ର ଟ୍ରେନ୍ 08483/08484 ପୁରୀ-ଶାଲିମାର-ପୁରୀ ଗ୍ରୀଷ୍ମ କାଳୀନ ସ୍ୱତନ୍ତ୍ର … Read more