ବିଜେଡି ନିର୍ବାଚନ ଇସ୍ତାହାରରେ ମତାମତ ରଖିବା ପାଇଁ ଜନସାଧାରଣଙ୍କୁ ନିବେଦନ କଲେ ପାଣ୍ଡିଆନ
ଭୁବନେଶ୍ବର: ନିର୍ବାଚନ ସମୟରେ ସବୁ ରାଜନୈତିକ ଦଳ ସେମାନଙ୍କର ଇସ୍ତାହାର ପ୍ରକାଶ କରିଥାନ୍ତି। ସେଥିରେ ଭୋଟରଙ୍କୁ ଦଳ ତରଫରୁ ବହୁ ପ୍ରତିଶୃତି ଦିଆଯାଇଥାଏ। ସେହି ଅନୁସାରେ ଭୋଟର ସେମାନଙ୍କ ଦଳକୁ ମନୋନିତ କରିଥାନ୍ତି। ସେହିପରି ବିଜେଡି ତାହାର ଇସ୍ତାହାର ଏକ ଭିନ୍ନ ପ୍ରକାରରେ ପ୍ରସ୍ତୁତ କରିବାକୁ ଚାହିୁଁଛି। ବିଜେଡି ଏଥର ଲୋକମାନଙ୍କୁ ଇସ୍ତାହାରରେ ସେମାନଙ୍କ ମତ ରଖିବା ପାଇଁ ଆହ୍ବାନ କରିଛି। ଦଳର ନେତା ତଥା 5ଟି ଏବଂ ନବୀନ ଓଡିଶାର ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଜନସାଧାରଣଙ୍କୁ ନିବେଦନ … Read more