February 26, 2026 12:35 am

ସମ୍ ହସ୍ପିଟାଲ୍ ଓ ସମ୍ ଅଲ୍ଟିମେଟ ମେଡିକେୟାରରେ ଅଂଗଦାନକୁ ପ୍ରୋତ୍ସାହନ 

ଭୁବନେଶ୍ୱର: ମୃତ୍ୟୁ ପରେ ବି ଜୀବନ। ଏହି ଉକ୍ତିକୁ ପାଥେୟ କରି ଅଂଗଦାନ ଭଳି ମହତ୍ କାର୍ଯ୍ୟକୁ ଅବିରତ ଭାବେ ପ୍ରୋତ୍ସାହନ ଦେଇଚାଲିଛନ୍ତି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଓ ସମ୍ ଅଲ୍ଟିମେଟ ମେଡିକେୟାର। ରାଜ୍ୟ ତଥା ଦେଶରେ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ମାଇଲ ଖୁଂଟ ଭାବେ ଉଭା ହୋଇଥିବା ଏହି ଦୁଇ ହସ୍ପିଟାଲ ଅଂଗଦାନ ଭଳି କାର୍ଯ୍ୟକୁ ପ୍ରୋତ୍ସାହିତ କରୁଥିବାର ଉଦାହରଣ ନିୟମିତ ଭାବେ ସାମ୍ନାକୁ ଆସିବାରେ ଲାଗିଛି। ନିକଟରେ ଆଇଏମ୍‌ଏସ୍ ଆଣ୍ଡ … Read more

ସାଧାରଣ ନିର୍ବାଚନ ୨୦୨୪: ପ୍ରଥମ ପର୍ଯ୍ୟାୟରେ ୬୦ ପ୍ରତିଶତ  ମତଦାନ

ଦେଶର ୬ ଟି ଜିଲ୍ଲାରେ  ଭୋଟ ବର୍ଜନ  ନୂଆଦିଲ୍ଲୀ: ସାଧାରଣ ନିର୍ବାଚନ – ୨୦୨୪ ରେ ପ୍ରଥମ ପର୍ଯ୍ୟାୟ ଭୋଟଗ୍ରହଣ ଶେଷ ହୋଇଛି । ଦେଶରେ ପ୍ରଥମ ପର୍ଯ୍ୟାୟରେ ୧୦୨ଟି ଆସନରେ ହାରାହାରି ୬୦.୦୩ ପ୍ରତିଶତ ମତଦାନ ହୋଇଥିବା ଜଣାପଡ଼ିଛି । ତେବେ ଉତ୍ତର-ପୂର୍ବ ରାଜ୍ୟ ନାଗାଲାଣ୍ଡରେ ଏପରି ୬ଟି ଜିଲ୍ଲା ଅଛି ଯେଉଁଠାରେ ଜଣେ ମଧ୍ୟ ଭୋଟର ଭୋଟ ଦେବାକୁ ଆସିନଥିଲେ । ପୂର୍ବ ନାଗାଲାଣ୍ଡର ଏହି ୬ଟି ଦିଲ୍ଲାରେ ଖୋଲାଯାଇଥିବା ମତଦାନ କେନ୍ଦ୍ରଗୁଡ଼ିରେ ମତଦାନ … Read more

ବ୍ରହ୍ମୋସ୍  କ୍ଷେପଣାସ୍ତ୍ର ଫିଲିପାଇନ୍ସକୁ  ରପ୍ତାନୀ ହେଲା 

ନୂଆଦିଲ୍ଲୀ: ପୂର୍ବ ରାଜିନାମା ଅନୁସାରେ ଭାରତ ଫିଲିପାଇନ୍ସକୁ ବ୍ରହ୍ମୋସ୍ ସୁପରସୋନିକ୍ କ୍ରୁଜ୍ କ୍ଷେପଣାସ୍ତ୍ର ବିକ୍ରୟ କରିଛି। ଶୁକ୍ରବାର ଭାରତୀୟ ବାୟୁସେନାର ସି-୧୭ ପରିବହନ ବିମାନ କ୍ଷେପଣାସ୍ତ୍ର ବ୍ୟବସ୍ଥା ନେଇ ଫିଲିପାଇନ୍ସସ୍ଥିତ କଲ୍ଲାର୍କ ଏୟାରବେସରେ ପହଞ୍ଚିଥିଲା। ପ୍ରତିରକ୍ଷା ବିଶେଷଜ୍ଞଙ୍କ ମତରେ ଫିଲିପାଇନ୍ସ ସହ ଏହି ପ୍ରତିରକ୍ଷା ଚୁକ୍ତି ଭାରତୀୟ ପ୍ରତିରକ୍ଷା କ୍ଷେତ୍ର ପାଇଁ ପ୍ରଥମ ପ୍ରମୁଖ ଅନ୍ତର୍ଜାତୀୟ ରପ୍ତାନୀ ବ୍ୟବସ୍ଥା ଥିଲା। ୨୯୦ କିଲୋମିଟର ଦୂରତା ବିଶିଷ୍ଟ ଆଣ୍ଟି-ସିପ୍ କ୍ରୁଜ୍ କ୍ଷେପଣାସ୍ତ୍ରର କୂଳ ଭିତ୍ତିକ ସଂସ୍କରଣ ପାଇଁ ଏହି … Read more