ବିଜେଡିର ଆଉ ୯ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା, ବଡଚଣାରୁ ବର୍ଷା..
ଭୁବନେଶ୍ଵର: ଆଜି ବିଜେଡି ତାହାର ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଏଥିରେ ୯ଟି ବିଧାନସଭା ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ସମସ୍ତଙ୍କୁ ଚମକାଇ ଏଥର ବଡ଼ଚଣା ନିର୍ବାଚନ ମଣ୍ଡଳୀରୁ ୬ ଥର ର ପୁରୁଖା ବିଧାୟକ ଶ୍ରୀଯୁକ୍ତ ଅମର ପ୍ରସାଦ ଶତପଥିଙ୍କ ସ୍ଥାନରେ ଓଡ଼ିଆ ସିନେମା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ବିଧାୟକ ପାର୍ଥୀନୀ କରିଛି। ବର୍ଷା ପ୍ରିୟଦର୍ଶିନୀଙ୍କ ଅନ୍ୟ ଏକ ପରିଚୟ ହେଲା ସେ କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତିଙ୍କ ପୂର୍ବତମ ସହଧର୍ମିଣୀ। ଅନୁଭବ ମହାନ୍ତି … Read more