ଓଡିଶାରେ ଗ୍ରୀଷ୍ଣ ଅବକାଶ ଏପ୍ରିଲ ୨୫ ରୁ
ଭୁବନେଶ୍ଵର: ବୃଦ୍ଧିପାଉଥିବା ତାପମାତ୍ରାକୁ ଆଖିଆଗରେ ରଖି ଆଜି ରାଜ୍ୟ ସରକାର ଗ୍ରୀଷ୍ଣ ଅବକାଶ ଘୋଷଣା କରିଛନ୍ତି। ସେହି ଅନୁସାରେ ଏପ୍ରିଲ ୨୫ ତାରିଖ ଠାରୁ ରାଜ୍ୟ ସରକାର ଗ୍ରୀଷ୍ମ ଛୁଟି ଘୋଷଣା କରିଛନ୍ତି। ତେବେ ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ଓ ପାଣିପାଗ ବିଭାଗର ସୂଚନାକୁ ଦୃଷ୍ଟିରେ ରଖି ଚଳିତ ଏପ୍ରିଲ ୨୨ ରୁ ୨୪ ତାରିଖ ପର୍ଯ୍ୟନ୍ତ ତିନିଦିନ ସକାଳ ୬.୩୦ ରୁ ୧୦.୩୦ ପର୍ଯ୍ୟନ୍ତ ବିଦ୍ୟାଳୟ ଖୋଲା ରହିବ। ତେବେ ଗ୍ରୀଷ୍ମ ଛୁଟିରେ ଶିକ୍ଷକ ଓ ଅଧିକାରୀମାନେ ଆସିବା … Read more