June 26, 2025 2:06 pm

ଗୁପ୍ତଚରକୁ ଗିରଫ କଲା ପୁଲିସ୍‌:ଆଇଏସ୍‌ଆଇ କୁ ଦେଉଥିଲେ ତଥ୍ୟ

ଲୁଧିଆନା: ପାକିସ୍ତାନର ଗୁପ୍ତଚର ସଂସ୍ଥା ଆଇଏସ୍‌ଆଇ ଏବଂ ଶୀର୍ଷ ଖଲିସ୍ତାନୀ ଆତଙ୍କବାଦୀ ଗୋପାଳ ସିଂହ ଚାୱଲାଙ୍କ ସହ ଦୃଢ଼ ସମ୍ପର୍କ ଥିବା ଜଣେ ଅଭିଯୁକ୍ତ ଗୁପ୍ତଚରଙ୍କୁ ମଙ୍ଗଳବାର ଦିନ ପଞ୍ଜାବ ପୁଲିସ୍‌ ଗିରଫ କରିଛି। ଅଭିଯୁକ୍ତ ବର୍ଷ ବର୍ଷ ଧରି ସୀମା ସେପାଖରେ ଥିବା ଏଜେଣ୍ଟମାନଙ୍କ ସହିତ ସେନା ଗତିବିଧି ବିଷୟରେ ଗୁରୁତ୍ୱପୂର୍ଣ୍ଣ ସୂଚନା ପ୍ରଦାନ କରି ଆସୁଥିଲା। ଯେଉଁଥିରେ ‘ଅପରେସନ ସିନ୍ଦୂର’ ମଧ୍ୟ ସାମିଲ ଅଛି। ଅଧିକାରୀମାନେ କହିଛନ୍ତି ଯେ ଗିରଫ ଅଭିଯୁକ୍ତ ଗଗନଦୀପ ସିଂହ … Read more

ଦେବଗଡ଼କୁ ରାଜ୍ୟର ଏକ ଅଗ୍ରଣୀ ଓ ବିକଶିତ ଜିଲ୍ଲା କରିବାକୁ ଉଦ୍ୟମ

ଭୁବନେଶ୍ୱର: ଦେବଗଡ଼କୁ ରାଜ୍ୟର ଏକ ଅଗ୍ରଣୀ ଓ ବିକଶିତ ଜିଲ୍ଲା ଭାବରେ ଗଢି ତୋଳିବା ଆମର ପ୍ରାଥମିକ ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଦେବଗଡ଼ରେ କହିଛନ୍ତି। ସେ ଜିଲ୍ଲା ଗସ୍ତରେ ଯାଇ ସେଠାରେ ପ୍ରାୟ ୨୦୫ କୋଟି ଟଙ୍କା ମୂଲ୍ୟର ୧୫ଟି ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଶୁଭ ଉଦ୍‍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏଥିସହିତ ଦେବଗଡ଼ ଜିଲ୍ଲା ପାଇଁ ଆଜି ୩୦୦ ଶଯ୍ୟା ବିଶିଷ୍ଟ ନବ ନିର୍ମିତ ଡାକ୍ତରଖାନା ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ … Read more

ଦେଶରେ ବଢୁଛି କରୋନା କେସ,ରଥଯାତ୍ରା ଭିଡ଼ ବଢ଼ାଇଲା ସ୍ୱାସ୍ଥ୍ୟ ବିଭାଗର ଚିନ୍ତା

ଭୁବନେଶ୍ୱର : ଉପରମୁହାଁ ହେଲାଣି କରୋନା ଗ୍ରାଫ୍ । ବଢୁଛି ସଂକ୍ରମିତଙ୍କ ସଂଖ୍ୟା । ଦେଶରେ ୪ ହଜାର ମୁହାଁ କରୋନା କେସ । ଏବେ ୩ହଜାର ୯୬୧ ରହିଛି କରୋନା ଆକ୍ଟିଭ କେସ । ରାଜ୍ୟରେ ବି ବଢୁଛି କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା । ଆଗକୁ ରଥଯାତ୍ରା ଥିବାରୁ ଭିଡ଼କୁ ଦୃଷ୍ଟିରେ ରଖି ବଢ଼ିଲା ସ୍ୱାସ୍ଥ୍ୟ ବିଭାଗର ଚିନ୍ତା । ରଥଯାତ୍ରା ପାଇଁ ଆଜି କିମ୍ବା ଆସନ୍ତାକାଲି ହେବ ସମୀକ୍ଷା ବୈଠକ । ଏହାପରେ ଗୁରୁତ୍ୱପୂର୍ଣ୍ଣ … Read more

ସୁରୁଖୁରୁରେ ରଥଯାତ୍ରା ପରିଚାଳନା ପାଇଁ ବରିଷ୍ଠ ପୋଲିସ ଅଧିକାରୀମାନେ ନେଲେ ପଦକ୍ଷେପ

ପୁରୀ : ଜୁନ ୨୭ ତାରିଖ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ନେଇ ପୋଲିସ ଡିଜି ୱାଇ ବି ଖୁରାନିଆଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଯାଇଛି । ରଥଯାତ୍ରାରେ ସୁରକ୍ଷା ବ୍ୟବସ୍ଥାକୁ ବ୍ୟାପକ କରିବା ସହ ବରିଷ୍ଠ ପୋଲିସ ଅଧିକାରୀମାନେ ସ୍ଵତନ୍ତ୍ର କାର୍ଯ୍ୟ ପାଇଁ ନିୟୋଜିତ ହେବେ । ସହରର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ସିସିଟିଭି ସ୍ଥାପନ, ଟ୍ରାଫିକ ସୁପରିଚାଳନା ନିମନ୍ତେ ରୋଡ ଡିଭାଇଡର, ଡ଼ିଲିନେଟର ଓ ଟ୍ରାଫିକ ଜୋନ ବ୍ୟବସ୍ଥା, ସହରର ବିଭିନ୍ନ ସ୍ଥାନରେ ପର୍ଯ୍ୟାପ୍ତ ପାର୍କିଂ ବ୍ୟବସ୍ଥା … Read more

୧ ବର୍ଷ ପୂର୍ତ୍ତି ଅବସରରେ ସଫଳତାର ହିସାବ ଦେବେ ରାଜ୍ୟ ସରକାର

ଭୁବନେଶ୍ୱର: କେନ୍ଦ୍ରରେ ମୋଦି ସରକାରଙ୍କ ୧୧ ବର୍ଷ । ରାଜ୍ୟରେ ବିଜେପି ସରକାରର ୧ ବର୍ଷ ପୂର୍ତ୍ତି ପାଳନ ପାଇଁ ରାଜ୍ୟ ବିଜେପିର ଯୋଜନା । ବୁଥ୍, ମଣ୍ଡଳ, ଜିଲ୍ଲା ଏବଂ ରାଜ୍ୟ ସ୍ତରରେ କମିଟି ବର୍ଷ ପୂର୍ତ୍ତି ପାଳନ ପାଇଁ ଗଠନ ହୋଇଛି କମିଟି । ଜୁନ୍ ୯ ରୁ ରାଜ୍ୟବ୍ୟାପୀ ଆରମ୍ଭ ହେବ ବିଭିନ୍ନ କାର୍ଯ୍ୟକ୍ରମ । ସେବା, ସୁଶାସନ, ଗରିବ କଲ୍ୟାଣର ମୂଳ ଆଧାରକୁ ନେଇ ଜନ ସାଧାରଣଙ୍କ ପାଖକୁ ଯିବ ଦଳ … Read more