ଲାଞ୍ଚ ନେଇ ଧରାପଡ଼ିଲେ ମହିଳା ଏଏସଆଇ
ବ୍ରହ୍ମପୁର : କେ.ନୂଆଗାଁ ଥାନା ବଳିୟାରସିଂହପଲ୍ଲୀର ପ୍ରମୋଦ କୁମାର ନାୟକ ,ତାଙ୍କ ପତ୍ନୀ ପ୍ରମୋଦ ଓ ତାଙ୍କ ମା’ଙ୍କ ନାମରେ ମହିଳା ଥାନାରେ ଘରୋଇ କଳିକୁ ନେଇ ଏକ ମାମଲା ଦେଇଥିଲେ । ସମ୍ପୃକ୍ତ ମାମଲାକୁ ରଫାଦଫା କରିବା ପାଇଁ ମହିଳା ଥାନାର ଏଏସଆଇ ବବିତା ସୁନା ପ୍ରମୋଦକୁ ୧୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ଏହାକୁ ନେଇ ପ୍ରମୋଦ ବ୍ରହ୍ମପୁର ଭିଜିଲାନ୍ସ କାର୍ଯ୍ୟାଳୟରେ ଅଭିଯୋଗ କରିଥିଲେ । ଆଜି ପ୍ରମୋଦ ଏଏସଆଇ ବବିତା ସୁନାକୁ … Read more