ଅଯୋଧ୍ୟାରେ ରାମ ଦରବାରର ପ୍ରାଣ ପ୍ରତିଷ୍ଠା
ନୂଆଦିଲ୍ଲୀ : ଆଜି ରାମ ଦରବାରର ପ୍ରାଣ ପ୍ରତିଷ୍ଠା ସମ୍ପନ୍ନ ହୋଇଛି। ୨୧ ଟି ନଦୀର ପବିତ୍ର ଜଳରେ ଶ୍ରୀରାମଙ୍କୁ ଅଭିଷେକ କରାଯାଇଛି। ରାମମନ୍ଦିରର ପ୍ରଥମ ମହଲାରେ ରାମ ଦରବାର ଏବଂ ଅନ୍ୟାନ୍ୟ ଦେବଦେବୀଙ୍କ ମୂର୍ତ୍ତିଗୁଡ଼ିକର ଅଭିଷେକ କରାଯାଇଛି । ପ୍ରାଣ ପ୍ରତିଷ୍ଠା ପୂର୍ବରୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଅଯୋଧ୍ୟାରେ ପହଞ୍ଚି ରାମଲାଲାଙ୍କ ଦର୍ଶନ କରିଛନ୍ତି। ଗତ ବର୍ଷ ଜଆନୁଆରୀ ୨୨ରେ ରାମ ଜନ୍ମଭୂମିରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ହୋଇଥିଲା। ଗୁରୁବାର ଦ୍ଵିତୀୟ ପ୍ରାଣ ପ୍ରତିଷ୍ଠାରେ ପ୍ରଭୁ … Read more