ନୂଆକରି ତିଆରି ହେବ ବିଧାନସଭା-ଲୋକସେବା ଭବନ
ଭୁବନେଶ୍ୱର:- ରାଜ୍ୟରେ ନୂଆକରି ନିର୍ମାଣ ହେବ ସେକ୍ରେଟେରିଏଟ୍ (ଲୋକସେବା ଭବନ) ଏବଂ ବିଧାନସଭା । ଏନେଇ ସୂଚନା ଦେଇଛନ୍ତି ପୂର୍ତ୍ତ ବିଭାଗର ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ତାଙ୍କ କହିବା ମୁତାବକ, ନୂତନ ଭାବେ ଲୋକସେବା ଭବନ ଏବଂ ବିଧାନସଭାର ନିର୍ମାଣ ହେବ । ଓଡ଼ିଶା ଏକ ବାତ୍ୟା ପ୍ରଭାବିତ ଅଞ୍ଚଳ ହୋଇଥିବାରୁ ଅନେକ ସ୍ଥାନରେ ବାତ୍ୟା ପ୍ରତିରୋଧ ବିଲ୍ଡିଂ ନିର୍ମାଣ ହେବାର ଆବଶ୍ୟକତା ରହିଛି । ତେଣୁ ନୂଆ ପ୍ରୋଜେକ୍ଟକୁ ସଠିକ୍ ସମୟରେ ସାରିବାକୁ ସରକାର … Read more