ଲାଞ୍ଚ ନେବା ବେଳେ ଉପ-ଜିଲ୍ଲା ପାଳଙ୍କୁ ଧରିଲା ଭିଜିଲାନ୍ସ
ଧର୍ମଗଡ଼ :କଳାହାଣ୍ଡି ଜିଲ୍ଲାର ଧର୍ମଗଡ ଉପ-ଜିଲ୍ଲାପାଳ ଧୀମାନ ଚକ୍ମା, ଆଇଏଏସ (୨୦୨୧ ବ୍ୟାଚ), ଜଣେ ସ୍ଥାନୀୟ କ୍ରସର ମାଲିକଙ୍କଠାରୁ ୧୦ ଲକ୍ଷ ଟଙ୍କାର ଲାଞ୍ଚ ନେବା ବେଳେ ଭିଜିଲାନ୍ସ ତାଙ୍କୁ ରେଡ୍ ହ୍ୟାଣ୍ଡେଡ୍ ଧରିଛି। ଅଭିଯୁକ୍ତ ଉପ-ଜିଲ୍ଲାପାଳ ମୋଟ ୨୦ ଲକ୍ଷ ଟଙ୍କାର ଲାଞ୍ଚ ଦାବି କରିଥିଲେ ଏବଂ ଏହାର ପ୍ରଥମ କିସ୍ତି ଭାବେ ୧୦ ଲକ୍ଷ ଟଙ୍କା ଗ୍ରହଣ କରୁଥିବା ବେଳେ ଧରାପଡ଼ିଛନ୍ତି। ସେ ବ୍ୟବସାୟୀଙ୍କୁ ତାଙ୍କ ବ୍ୟବସାୟ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ନେବାର ଧମକ ଦେଇଥିଲେ।ଘଟଣା … Read more