ଶକ୍ତିଶାଳୀ ହେବ ଭାରତୀୟ ସେନା;ମିଳିବ ନୂଆ ଏୟାର ଡିଫେନ୍ସ ସିଷ୍ଟମ
ନୂଆଦିଲ୍ଳୀ: ଆହୁରି ଶକ୍ତିଶାଳୀ ହେବ ଭାରତୀୟ ସେନା । ସେନାକୁ ଖୁବଶୀଘ୍ର ମିଳିବାକୁ ଯାଉଛି ନୂଆ ଏୟାର ଡିଫେନ୍ସ ସିଷ୍ଟମ । ଚୀନ ଓ ପାକିସ୍ତାନ ସୀମାରେ ମୁତୟନ ହେବ ଏହି ନୂତନ ବାୟୁ ରକ୍ଷା କବଚ । ଏହି ନୂଆ ରକ୍ଷା କବଚ ହେଉଛି – କ୍ୱିକ୍ ରିଆକ୍ସନ ସରଫେସ୍ ଟୁ ଏୟାର ମିସାଇଲ ସିଷ୍ଟମ ବା QRSAM । ସମ୍ପୂର୍ଣ୍ଣ ସ୍ଵଦେଶୀ ଜ୍ଞାନ କୌଶଳରେ ପ୍ରସ୍ତୁତ ହୋଇଛି ଏହି ନୂତନ ବାୟୁ ରକ୍ଷା କବଚ … Read more