June 26, 2025 8:18 pm

ଇରାନ ଉପରେ ଇସ୍ରାଏଲର ବଡ଼ ଧରଣର ଏୟାର ଷ୍ଟ୍ରାଇକ୍

ଇରାନର ରାଜଧାନୀ ତେହେରାନ ନିକଟବର୍ତୀ ଅଞ୍ଚଳରେ ସାମରିକ ଆକ୍ରମଣ ଆରମ୍ଭ କରିଛି ଇସ୍ରାଏଲ । ଏହି ଆକ୍ରମଣ ଇରାନର ପରମାଣୁ କାର୍ଯ୍ୟକ୍ରମ ଏବଂ ଏହାର ପ୍ରମୁଖ ବୈଜ୍ଞାନିକମାନଙ୍କୁ ଟାର୍ଗେଟ କରାଯାଇ କରାଯାଇଛି । ଇସ୍ରାଏଲ ପ୍ରତିରକ୍ଷା ମନ୍ତ୍ରୀ ଇଆନ କାଟଜ୍ କହିଛନ୍ତି, ଇରାନରୁ ପ୍ରତିଶୋଧମୂଳକ ମିସାଇଲ ଓ ଡ୍ରୋନ ଆକ୍ରମଣର ଆଶଙ୍କା ରହିଛି । ଏହି ଆକ୍ରମଣ ପରେ ଇସ୍ରାଏଲରେ ଜରୁରୀକାଳୀନ ସ୍ଥିତି ଘୋଷଣା କରାଯାଇଛି । ଇରାନର ରାଷ୍ଟ୍ରୀୟ ଗଣମାଧ୍ୟମ ନୂର ନ୍ୟୁଜ ଅନୁଯାୟୀ, ତେହେରାନର … Read more

ବିମାନ ଦୁର୍ଘଟଣାସ୍ଥଳକୁ ଯାଇ ସ୍ଥିତି ପରଖିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଗୁଜରାଟର ଅହମ୍ମଦାବାଦ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଜି ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଆନ୍ତର୍ଜାତିକ ବିମାନବନ୍ଦର ପହଞ୍ଚି ସିଧାସଳଖ ମେଘାନୀ ନଗର ଦୁର୍ଘଟଣାସ୍ଥଳକୁ ଯାଇଥିଲେ। ତାଙ୍କ ସହ ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ, କେନ୍ଦ୍ରୀୟ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମମୋହନ ନାଇଡୁ ଓ ରାଜ୍ୟ ଗୃହମନ୍ତ୍ରୀ ହର୍ଷ ସାଙ୍ଘଭୀ ଉପସ୍ଥିତ ଥିଲେ। ଦୁର୍ଘଟଣାସ୍ଥଳରେ ୨୦ ମିନିଟ ରହି ସ୍ଥିତି ପରଖିଥିଲେ । ଏଥିସହ ବରିଷ୍ଠ ଅଧିକାରୀ … Read more

ବାଲିଘାଟରେ ମାଇନିଂ ଅଫିସରଙ୍କୁ ବାଲିମାଫିଆଙ୍କ ଆକ୍ରମଣ

ବାଲେଶ୍ୱର: ଜଳେଶ୍ୱର ଜୁନିୟର ମାଇନିଂ ଅଫିସର ଓ ବସ୍ତା ଜୁନିୟର ମାଇନିଂ ଅଫିସରଙ୍କ ମିଳିତ ଚଢ଼ାଉ ବେଳେ ଆକ୍ରମଣ କଲେ ବାଲିମାଫିଆ । ଆକ୍ରମଣ ସହ ଜୀବନରୁ ମାରିଦେବାକୁ ଧମକ ଦେଲେ । ଏ ନେଇ ମାଇନିଂ ବିଭାଗ ପକ୍ଷରୁ ଜଳେଶ୍ୱର ଥାନାରେ ଅଭିଯୋଗ ହୋଇଛି । ଅଭିଯୋଗ ଆଧାରରେ ପୋଲିସ ତଦନ୍ତ ଜାରି ରଖିଛି ।  ସୂଚନାଯୋଗ୍ୟ ଯେ, ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ତହସିଲ ଅଧିନସ୍ଥ ସୁବର୍ଣ୍ଣରେଖା ନଦୀରେ ପ୍ରତ୍ୟକ ଦିନ ମାଫିଆ ମାନେ ମେସିନ ଲଗାଇ ହଜାର ହଜାର ଟ୍ରିପ୍ ବାଲି ଉତ୍ତୋଳନ କରି ପଶ୍ଚିମବଙ୍ଗକୁ ଚୋରା ଚାଲାଣ କରି ଆସୁଥିଲେ । ମାଇନିଂ ବିଭାଗ ନିକଟରେ ବାରମ୍ବାର ଅଭିଯୋଗ ହୋଇ ଆସୁଛି । ତେବେ ଗୁରୁବାର ବିଳମ୍ବିତ … Read more

ପ୍ଲେନ କ୍ରାସ ପରେ Air India CEOଙ୍କ ବୟାନ

ଅହମଦାବାଦ ବିମାନ ଦୁର୍ଘଟଣା ପରେ ଏୟାର ଇଣ୍ଡିଆ ସିଇଓ ତଥା ଏମଡି କ୍ୟାମ୍ପବେଲ ୱିଲସନଙ୍କ ବୟାନ ଆସିଛି। ସେ କହିଛନ୍ତି ଯେ ଫେଡେରାଲ ଏଭିଏସନ ଆଡମିନେଷ୍ଟ୍ରେସନ (ଏଫଏଏ) ଏବେ ଏୟାର ଇଣ୍ଡିଆ ସହ ସମ୍ପର୍କରେ ଅଛନ୍ତି। ଯେବେ କୌଣସି ଅନ୍ତର୍ଜାତୀୟ ଘଟଣା ଘଟେ ସେତେବେଳେ ସେହି ଦେଶର ସରକାର ଘଟଣାର ଯାଞ୍ଚ କରନ୍ତି। ଏହି ସମୟରେ ସରକାର ଯଦି କୌଣସି ସହାୟତା ଚାହାନ୍ତି ତେବେ ସହଯୋଗ କରାଯିବ। ଏଫଏଏ ଲଗାତାର ନ୍ୟାସନାଲ ଟ୍ରାନ୍ସପୋର୍ଟେସନ ସେଫ୍ଟି ବୋର୍ଡ (ଏନଟିଏସବି)ଙ୍କ … Read more

ବିମାନ ଦୁର୍ଘଟଣା: ପୀଡିତଙ୍କ ପରିଚୟ ଚିହ୍ନଟ ପାଇଁ ଡିଏନ୍‌ଏ ସାମ୍ପଲ୍‌ ମାଗିଲେ ଗୁଜୁରାଟ ସରକାର

ଗୁଜୁରାଟ: ପୀଡିତଙ୍କୁ ଚିହ୍ନଟ କରିବା ପାଇଁ ଗୁଜୁରାଟ ସରକାର ବିମାନରେ ଥିବା ଲୋକଙ୍କ ସମ୍ପର୍କୀୟମାନଙ୍କୁ ଡିଏନଏ ନମୁନା ଦେବାକୁ ନିବେଦନ କରିଛନ୍ତି। ନିକଟ ସମ୍ପର୍କୀୟଙ୍କୁ ତୁରନ୍ତ ଆସି ସାମ୍ପଲ୍‌ ଦେବାକୁ ଗୁଜରାଟ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଧନଞ୍ଜୟ ଦ୍ୱିବେଦୀ କହିଛନ୍ତି । ସେ କହିଛନ୍ତି ଯେ,ବି.ଜେ. ମେଡିକାଲରେ ଡିଏନଏ ପରୀକ୍ଷା ବ୍ୟବସ୍ଥା କରାଯାଇଛି। ବିମାନ ଯାତ୍ରୀଙ୍କ ପରିବାର ଏବଂ ନିକଟତମ ବ୍ୟକ୍ତି, ବିଶେଷକରି ସେମାନଙ୍କ ପିତାମାତା ଏବଂ ପିଲାମାନଙ୍କୁ ସେହି … Read more