December 6, 2025 3:55 pm

ରତ୍ନଭଣ୍ଡାର କାମ ଶୀଘ୍ର ସାରିବା ପାଇଁ ଏଏସ୍‌ଆଇକୁ ଚିଠି

ପୁରୀ:- ଶ୍ରୀମନ୍ଦିର ପ୍ରଶାସନ ରତ୍ନଭଣ୍ଡାର ସଂରକ୍ଷଣ କାମ ଶୀଘ୍ର ସାରିବାକୁ ଏଏସଆଇକୁ ଚିଠି ଲେଖିଛି । ଶ୍ରୀମନ୍ଦିରର ଦୀର୍ଘମିଆଦି ସଂରକ୍ଷଣ ତଥା ସ୍ଥାପତ୍ୟ ସୁରକ୍ଷା ଉପରେ ଗୁରୁତ୍ୱ ଦିଆଯାଇଛି। ଚଳିତ ବର୍ଷ ରଥଯାତ୍ରା ସମୟରେ ମିଳୁଥିବା ଅବଧି ମଧ୍ୟରେ ବାକି ଥିବା ରତ୍ନଭଣ୍ଡାର କାମ ସାରିବାକୁ ଚିଠିରେ ଉଲ୍ଲେଖ କରାଯାଇଛି। ରତ୍ନଭଣ୍ଡାର ମରାମତି ତଥା ସଂରକ୍ଷଣ କାର୍ଯ୍ୟ ତ୍ୱରାନ୍ୱିତ କରିବା ପାଇଁ ଏଏସ୍ଆଇ ମହାନିର୍ଦ୍ଦେଶକଙ୍କୁ ପତ୍ର ଲେଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ କୁମାର ପାଢୀ। … Read more

ଆସାମ-ବାଂଲାଦେଶ ସୀମାରେ ଦୁର୍ବୃତ୍ତମାନଙ୍କୁ ଦେଖିବାମାତ୍ରେ ଗୁଳି କରିବାକୁ ନିର୍ଦ୍ଦେଶ

ଗ୍ବାହାଟୀ:- ଧୁବ୍ରି ଜିଲ୍ଲାରେ ସାମ୍ପ୍ରଦାୟିକ ଉତ୍ତେଜନାକୁ ରୋକିବା ପାଇଁ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଉପଦ୍ରବକାରୀଙ୍କ ଉପରକୁ ଗୁଳି ଚଳାଇବାକୁ ନିର୍ଦ୍ଦେଶ ଦେଇଛନ୍ତି । ହିଂସା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମନ୍ଦିରରେ ଗୋମାଂସ ଫିଙ୍ଗିବା ଘଟଣା କେବେ ଘଟିବା ଉଚିତ୍ ନଥିଲା । ଏଥିରେ ସମ୍ପୃକ୍ତ ଥିବା ଲୋକଙ୍କୁ ଛଡ଼ାଯିବ ନାହିଁ । ସେ କହିଛନ୍ତି ଯେ ବାଂଲାଦେଶ ସୀମାନ୍ତବର୍ତ୍ତୀ ଧୁବ୍ରି ଜିଲ୍ଲାରେ ରାତିରେ ଗୁଳି ମାରିବା ନିର୍ଦ୍ଦେଶ … Read more

ଅମ୍ବାନୀ ପରିବାରକୁ Z+ ସୁରକ୍ଷା:ପିଆଇଏଲ୍ ସୁପ୍ରିମକୋର୍ଟ ରେ ଖାରଜ

ନୂଆଦିଲ୍ଲୀ: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଅଧ୍ୟକ୍ଷ ମୁକେଶ ଅମ୍ବାନୀ ଏବଂ ତାଙ୍କ ପରିବାରକୁ ପ୍ରଦାନ କରାଯାଉଥିବା ଜେଡ୍ ପ୍ଲସ୍ ସୁରକ୍ଷାକୁ ଚ୍ୟାଲେଞ୍ଜ କରି ଦାୟର କରାଯାଇଥିବା ପିଆଇଏଲ୍ କୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ବମ୍ବେ ହାଇକୋର୍ଟ କିଛି ଦିନ ତଳେ ଏକ ନିଷ୍ପତ୍ତି ଶୁଣାଇଥିଲେ ଯେଉଁଥିରେ କୋର୍ଟ କହିଥିଲେ ଯେ ନିଜ ପ୍ରତି ଥିବା ବିପଦକୁ ଦୃଷ୍ଟିରେ ରଖି ସୁରକ୍ଷା ପାଇଁ ଯଦି ଜଣେ ବ୍ୟକ୍ତି ସମ୍ପୂର୍ଣ୍ଣ ମୂଲ୍ୟ ଦେବାକୁ ଇଚ୍ଛୁକ ତେବେ ସେହି ବ୍ୟକ୍ତିଙ୍କୁ ଜେଡ୍ ପ୍ଲସ୍ … Read more

ରଜରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର: ଯାଜପୁର ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଡାଇରିଆ ନିୟନ୍ତ୍ରଣକୁ ଆସୁନାହିଁ। ଏହାକୁ ଦୃଷ୍ଟିରେ ରଖି ଯାଜପୁର ଜିଲ୍ଲାପାଳ ପି. ଅନ୍ଵେଷା ରେଡ୍ଡୀ ଜିଲ୍ଲାର ସମସ୍ତ ସରକାରୀ କର୍ମଚାରୀଙ୍କ ରଜଛୁଟି ବାତିଲ କରିଛନ୍ତି। ଜୁନ ୧୪ରୁ ୧୬ ତାରିଖ ଯାଏଁ ଥିବା ଏହି ଛୁଟିକୁ ବାତିଲ କରାଯାଇଛି। ଛୁଟିଦିନରେ ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟ ଖୋଲା ରହିବ ବୋଲି ଜିଲ୍ଲାପାଳ ନିର୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ଯାଜପୁର ଜିଲ୍ଲାରେ ଗୁରୁବାର ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୭୦୦ ଟପିଥିବା ବେଳେ ଡାଇରିଆଜନିତ … Read more

ସମସ୍ତ ବୋଇଂ ୮୭୮ ବିମାନର ସୁରକ୍ଷା ଯାଞ୍ଚ ହେବ:ଡିଜିସିଏ

ଅହମ୍ମଦାବାଦରେ ଘଟିଥିବା ଭୟଙ୍କର ବିମାନ ଦୁର୍ଘଟଣା ପରେ, ବେସାମରିକ ବିମାନଚଳାଚଳ ମହାନିର୍ଦ୍ଦେଶାଳୟ (ଡିଜିସିଏ)ଙ୍କ ପକ୍ଷରୁ ବୋଇଂ ୭୮୭-୮/୯ ବିମାନର ସୁରକ୍ଷା ଯାଞ୍ଚ ବୃଦ୍ଧି କରିବାକୁ ନିର୍ଦ୍ଦେଶ ଜାରି କରିଛି। ଏହି ନୂତନ ନିର୍ଦ୍ଦେଶ ୧୫ ଜୁନ୍ ୨୦୨୫ ରାତି ୧୨ଟାରୁ କାର୍ଯ୍ୟକାରୀ ହେବ। ଉଡ଼ାଣ ପୂର୍ବରୁ ଅନେକ ଗୁରୁତ୍ୱପୂର୍ଣ୍ଣ ବୈଷୟିକ ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ ଦେଇଛି। ଡିଜିସିଏ ଦ୍ୱାରା ଦିଆଯାଇଥିବା ନିର୍ଦ୍ଦେଶ ଅନୁଯାୟୀ, ଉଡ଼ାଣ ପୂର୍ବରୁ ଇନ୍ଧନ ପାରାମିଟର ମନିଟରିଂ ଏବଂ ସମ୍ବନ୍ଧିତ ସିଷ୍ଟମ ଯାଞ୍ଚ … Read more