ଯାଜପୁରରେ ସ୍ୱାସ୍ଥ୍ୟମନ୍ତ୍ରୀ,ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ କଲେ ସମୀକ୍ଷା
ଯାଜପୁର: ଯାଜପୁରରେ ସ୍ୱାସ୍ଥ୍ୟମନ୍ତ୍ରୀ । ବିଭିନ୍ନ ସ୍ୱାସ୍ଥ୍ୟକେନ୍ଦ୍ର ଓ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସମୀକ୍ଷା କଲେ ମୁକେଶ ମହାଲିଙ୍ଗ । ରୋଗୀ ଓ ସମ୍ପର୍କୀୟଙ୍କ ସହ ଆଲୋଚନା କରିଛନ୍ତି । ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ସହ ଯାଜପୁର ସାଂସଦ, ବଡ଼ଚଣା ଓ ଧର୍ମଶାଳା ବିଧାୟକ, ଜିଲ୍ଲାପାଳ ଓ ଏସପି ଉପସ୍ଥିତ ଥିଲେ ।ଜିଲ୍ଲାରେ କାୟା ମେଲାଉଛି ଝାଡାବାନ୍ତି । ମୋଟ ମୃତ୍ୟୁସଂଖ୍ୟା ୧୩କୁ ବୃଦ୍ଧି ପାଇଛି । ମୃତକ ଖଇରାବାଦ ଓ କୋଟବସନ୍ତ ଅଞ୍ଚଳର । ୭୦୦ରୁ ଅଧିକ ଆକ୍ରାନ୍ତ … Read more