ଚିକିତ୍ସା ପାଇଁ ଭୁବନେଶ୍ୱରରେ ଅନୁପସ୍ଥିତ ରହିବେ ନବୀନ
ଭୁବନେଶ୍ୱର: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳର ନେତା ଚିକିତ୍ସା ପାଇଁ ମୁମ୍ବାଇ ଯିବେ। ସେ ଆସନ୍ତା 20 ତାରିଖରେ ମୁମ୍ବାଇ ଗସ୍ତ କରିବେ ଏବଂ 22 ତାରିଖରେ ତାଙ୍କର ଚିକିତ୍ସା ହେବ। ସେ ମୁମ୍ବାଇର ପ୍ରଖ୍ୟାତ ହସପିଟାଲ କୋକିଳାବେନ ଧିରୁଭାଇ ଆମ୍ବାନୀ ହସପିଟାଲରେ ଚିକିତ୍ସିତ ହେବେ। ତାଙ୍କର ଚିକିତ୍ସା ବ୍ୟବସ୍ଥା ନବୀନଙ୍କ ବ୍ୟକ୍ତିଗତ ଡାକ୍ତର ରମାକାନ୍ତ ପଣ୍ଡା ବୁଝାବୁଝି କରୁଛନ୍ତି। ତେବେ ତାଙ୍କ ଅନୁପସ୍ଥିତରେ ବିଜେଡିର ଦୈନ୍ୟନ୍ଦିନ କଥା କିଏ ବୁଝିବ ସେ ନେଇ ବିଭିନ୍ନ ମହଲରେ … Read more