December 6, 2025 9:00 pm

ପଞ୍ଚଦଶ ଅର୍ଥକମିଶନ ଅନୁଦାନ ପାଇଁ ଦାବିକଲେ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର ଓ ଦେବଗଡ଼କୁ ପଞ୍ଚଦଶ ଅର୍ଥ କମିଶନ ଅନୁଦାନ ରାଶି ପ୍ରଦାନ ନେଇ କେନ୍ଦ୍ରଗୃହ ନିର୍ମାଣ ଓ ସହରାଂଚଳ ବ୍ୟାପାର ମନ୍ତ୍ରୀ ମନୋହର ଲାଲଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଅର୍ଥରାଶି ପ୍ରଦାନ ଦ୍ଵାରା ପୌରସଂସ୍ଥାର ମୌଳିକ ସମସ୍ୟାର ସୁଧାର ହେବ । ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ସମ୍ବଲପୁର ମହାନଗର ନିଗମ ଓ ଦେବଗଡ଼ ପୌରପାଳିକାକୁ ପଞ୍ଚଦଶ ଅର୍ଥ କମିଶନ ଅନୁଦାନ ପ୍ରଦାନ କରିବା ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ନୂଆଦିଲ୍ଲୀରେ କେନ୍ଦ୍ର … Read more

ଲଞ୍ଚ୍‌ ହେଲା Axiom-4 ମିଶନ

ନୂଆଦିଲ୍ଲୀ: ସବୁ ଅପେକ୍ଷାର ଅନ୍ତ ଘଟିଛି । ଭାରତୀୟ ସମୟ ଦିନ ୧୨ଟା ୧ରେ ନାସାର କେନେଡି ସ୍ପେସ୍ ସେଣ୍ଟରରୁ ଆକ୍ସିଅମ୍‌ ମିସନ-୪ ଆରମ୍ଭ ହୋଇଛି । ସ୍ପେସ୍ ଏକ୍ସର ଆକ୍ସିଅମ ମିସନ-୪ର ଉତ୍‌କ୍ଷେପଣ ହୋଇଛି । ମହାକାଶ ଅଭିମୁଖେ ଉଡ଼ାଣ ଭରିଛି ସ୍ପେସ୍ ଏକ୍ସ ମିସନ୍-ଆକ୍ସିଅମ-୪ । ୩ ମହାକାଶଚାରୀଙ୍କ ସହ ଅନ୍ତର୍ଜାତୀୟ ସ୍ପେଶ୍ ଷ୍ଟେସନ୍ ଯାଇଛନ୍ତି ଭାରତୀୟ ମହାକାଶଚାରୀ ଶୁଭାଂଶୁ ଶୁକ୍ଲା । ଭାରତୀୟ ସମୟ ଅନୁସାରେ ବୁଧବାର ମଧ୍ୟାହ୍ନ ୧୨ଟା ୦୧ରେ ମହାକାଶକୁ … Read more

ସିଡିଏସଙ୍କୁ ମିଳିଲା ବଡ଼ କ୍ଷମତା

ନୂଆଦିଲ୍ଲୀ: ଭାରତୀୟ ସଶକ୍ତ ବଳକୁ ଆଧୁନିକୀକରଣ କରିବା ପାଇଁ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ (ସିଡିଏସ) ତଥା ସାମରିକ ବ୍ୟାପାର ବିଭାଗ ସଚିବଙ୍କୁ ନୂଆ କ୍ଷମତା ପଦାନ କରିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ। ଭାରତୀୟ ସେନା, ନୌସେନା ଏବଂ ବାୟୁସେନା ପାଇଁ ଜଏଣ୍ଟ ଅର୍ଡର ଜାରି କରିପାରିବେ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ ଜେନରାଲ ଅନୀଲ ଚୌହାନ। ଦେଶର ଏହି ୩ ସେନା ମୁଖ୍ୟଙ୍କୁ ଆଦେଶ ଜାରି କରିପାରିବେ ସିଡିଏସ୍। ଏହି ନିଷ୍ପତ୍ତି ଭାରତୀୟ ସଶସ୍ତ୍ର … Read more

ବାହାର ଆଉଟସୋର୍ସିଂ ସଂସ୍ଥାଙ୍କ ତଥ୍ୟ ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ଙ୍କ ନିର୍ଦ୍ଦେଶ

ବାହାର ଠିକାଦାରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଟାର୍ଗେଟ୍‌ । ୧୦ ବର୍ଷର ଫାଇଲ୍ ଖୋଜି ଇଞ୍ଜିନିୟରିଂ କାମ କରୁଥିବା ଆଉଟ୍‌ସୋର୍ସିଂ ସଂସ୍ଥାକୁ ଠାବ କରିବାକୁ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖି ରିପୋର୍ଟ ମାଗିଛନ୍ତି ମୁଖ୍ୟମନ୍ତ୍ରୀ । ସରକାରଙ୍କ ନିଜସ୍ୱ ଇଞ୍ଜିନିୟରିଂ ବିଭାଗ ଏବଂ ଦକ୍ଷ ଇଞ୍ଜିନିୟର ଥାଉଥାଉ କାହିଁକି ଆଉଟ୍‌ସୋର୍ସିଂ ସଂସ୍ଥାକୁ କାମ ଦିଆଯାଇଛି ବୋଲି ପ୍ରଶ୍ନ କରିଛନ୍ତି । ମୁଖ୍ୟମନ୍ତ୍ରୀ ଚିଠିରେ ସ୍ପଷ୍ଟ ଭାବେ ଲେଖିଛନ୍ତି ଯେ, ଆମର ଯାନ୍ତ୍ରିକ ବିଭାଗ ଗୁଡ଼ିକରେ ସର୍ଭେ, ଅନୁସନ୍ଧାନ, ଡିଜାଇନ, … Read more

ହୀରାକୁଦ ସୁରକ୍ଷା ପାଇଁ ନିର୍ମାଣ ହେବ ୫ଟି ସ୍ପିଲୱେ

ଭୁବେନଶ୍ୱର: ଦୁର୍ବଳ ହୀରାକୁଦକୁ ବିପଦ ବଢୁଛି । କିନ୍ତୁ ଡ୍ୟାମ୍‌ର ସୁରକ୍ଷାକୁ ସୁନିଶ୍ଚିତ କରିବାକୁ ଏବେ ସ୍ପିଲ୍‌ୱେ ନିର୍ମାଣ ପାଇଁ ପ୍ରସ୍ତୁତିପର୍ବ ଶେଷ କରିଛନ୍ତି ସରକାର । ଏହା କେବଳ ହୀରାକୁଦର ଆୟୁଷ ବଢ଼ାଇବନି ବରଂ ଜଳଧାରଣ କ୍ଷମତାକୁ ପୂର୍ବାବସ୍ଥାକୁ ଫେରାଇ ଆଣିବ । ଦୁର୍ବଳ ହେଉଛି ହୀରାକୁଦ । କମିଲାଣି ଜଳଧାରଣ କ୍ଷମତା । ବୟସ ବଢ଼ିବା ସହ ହୀରାକୁଦ ବନ୍ଧର ସ୍ଥାୟିତ୍ୱକୁ ନେଇ ଆଶଙ୍କା ଦେଖାଦେଲାଣି । ବିଶେଷଜ୍ଞଙ୍କମାନେ ହୀରାକୁଦକୁ ନେଇ ଅନେକଥର ସତର୍କ … Read more